www.samajalive.in
Thursday, December 11, 2025
15.1 C
Bhubaneswar

କୋଭିଡ୍‌-୧୯ ମାର୍ଗଦର୍ଶିକା ଉଲ୍ଲଙ୍ଘନ: ୨୪ ଘଣ୍ଟାରେ ୪ ମାମଲା, ୨୫ ଗିରଫ

ଭୁବନେଶ୍ବର : ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୪ ଘଣ୍ଟା ମଧ୍ୟରେ ୪ଟି ମାମଲା ଦାୟର କରାଯାଇଛି। ଏହି ସମସ୍ତ ମାମଲା ଲକ୍‌ ଡାଉନ୍‌ ସଂପର୍କିତ ଅଟେ। ବିଭିନ୍ନ ଅଭିଯୋଗରେ ୨୫ ଜଣଙ୍କୁ ଗିରଫ କରାଯାଇଛି ବୋଲି ସୂଚନାଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories