www.samajalive.in
Wednesday, December 10, 2025
23.1 C
Bhubaneswar

କୋଭିଡ୍‌-୧୯ ନିୟମ ଉଲଙ୍ଘନ କରି ୪୯ ଗିରଫ

ଭୁବନେଶ୍ବର: ରାଜ୍ୟରେ କୋଭିଡ୍‌-୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଂଘନ କରିଥିବା ଅଭିଯୋଗରେ ଅପ୍ରେଲ ୨୭ରୁ ଅପ୍ରେଲ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୪୯ଟି ମାମଲା ଦାୟର କରାଯାଇଛି। ସେଥିରୁ ୪୪ଟି ମାମଲା ଲକ୍‌ ଡାଉନ୍‌ ସଂପର୍କିତ ହୋଇଥିବାବେଳେ ୧ଟି ଗୁଜବ ପ୍ରଚାର ପାଇଁ ଏବଂ ୪ଟି ଅନ୍ୟାନ୍ୟ କାରଣ ପାଇଁ ଅଟେ । ବିଭିନ୍ନ ଅଭିଯୋଗରେ ୪୯ ଜଣଙ୍କୁ ଗିରଫ କରାଯାଇଛି ବୋଲି ରାଜ୍ୟ ସରକାରଙ୍କ ମୁଖପାତ୍ର ସୁବ୍ରତ ବାଗ୍‌ଚୀ କହିଛନ୍ତି।

Hot this week

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

ଆଉ ୨୪ ଘଣ୍ଟା ବଢିଲା ଇଣ୍ଟରନେଟ୍‌ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୨୪ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା...

Related Articles

Popular Categories