ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଆଜି ଶେଷ ହେଉଛି ପ୍ରଚାର

ନୂଆଦିଲ୍ଲୀ: ଆଜି ଶେଷ ହେଉଛି ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରଚାର। ଆସନ୍ତା ୨୬ ତାରିଖରେ ମତଦାନ ହେବାକୁ ଥିବାରୁ ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏପ୍ରିଲ ୨୬ତାରିଖରେ ୧୨ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ମୋଟ ୮୯ଲୋକସଭା ଆସନରେ ମତଦାନ ଗ୍ରହଣ କରାଯିବ। ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୬୫.୫ପ୍ରତିଶତ ଭୋଟିଂ ହୋଇଥିବା ବେଳେ ଏଥର ମତଦାନ ହାର ବଢିବା ନେଇ ଆଶା କରାଯାଉଛି। ଦ୍ୱିତୀୟ ପର୍ଯ୍ୟାୟରେ ଶୁକ୍ରବାର ସକାଳ ୭ଟାରୁ … Continue reading ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ଆଜି ଶେଷ ହେଉଛି ପ୍ରଚାର