www.samajalive.in
Friday, December 5, 2025
23.1 C
Bhubaneswar

ବିଜେପିର ତିନୋଟି ରାଜ୍ୟ ପାଇଁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ

ସମାଜ ଡିଜିଟାଲ ଡେସ୍କ: ଲୋକସଭା ନିର୍ବାଚନ ଲାଗି ତିନୋଟି ରାଜ୍ୟ ପାଇଁ ବିଜେପି ପକ୍ଷରୁ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ତିନୋଟି ଯାକ ରାଜ୍ୟରେ ପ୍ରଚାର କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ଗୃହମନ୍ତ୍ରୀ ଅମିତ ଶାହା, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ସଡ଼କ ପରିବହନ ମନ୍ତ୍ରୀ ନୀତିନ ଗଡକରୀ । ଉତ୍ତରପ୍ରଦେଶରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଦଳ ପକ୍ଷରୁ ଷ୍ଟାର ପ୍ରଚାରକ ଭାବେ ପ୍ରଚାର କରିବେ । ବିହାର, ମଧ୍ୟପ୍ରଦେଶ ଓ ପଶ୍ଚିମବଙ୍ଗ ପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରାଯାଇଛି ।

- Advertisement -

 

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories