www.samajalive.in
Friday, December 5, 2025
26.1 C
Bhubaneswar

ଅମିତ ଶାହାଙ୍କୁ ଭେଟିଲେ ରାଜ୍‌ ଠାକରେ

ନୂଆଦିଲ୍ଲୀ: ମହାରାଷ୍ଟ୍ର ନବନିର୍ମାଣ ସେନାର ମୁଖ୍ୟ ରାଜ ଠାକରେ ମଙ୍ଗଳବାର କେନ୍ଦ୍ର ଗୃହମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ଅମିତ ଶାହାଙ୍କୁ ଭେଟିଛନ୍ତି । ଲୋକସଭା ନିର୍ବାଚନ ସମୟରେ ଏନଡିଏ ସହିତ ଦକ୍ଷିଣପନ୍ଥୀ ଦଳ ଏମଏନଏସ ଦଳର ମେଣ୍ଟ ଚର୍ଚ୍ଚା ଚାଲିଥିବା ବେଳେ ଏହି ଦୁଇ ନେତାଙ୍କ ସାକ୍ଷାତକାର ବେଶ ଗୁରୁତ୍ୱବହନ କରିଛି । ରାଜ ଠାକରେ ଓ ତାଙ୍କ ପୁଅ ଅମିତ ଠାକରେଙ୍କ ସହ ଦିଲ୍ଲୀରେ ଶାହାଙ୍କୁ ସାକ୍ଷାତ କରିଥିଲେ । ମେଣ୍ଟ ହେଲେ ରାଜ ଠାକରେ ତାଙ୍କ ଦଳ ପାଇଁ ଦୁଇଟି ସିଟ୍‌ ଦାବି କରିପାରନ୍ତି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories