www.samajalive.in
Friday, December 5, 2025
26.1 C
Bhubaneswar

ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ: ଗୃହ କାର୍ଯ୍ୟ ଆରମ୍ଭରୁ ବିରୋଧୀଙ୍କ ନାରାବାଜି

ନୂଆଦିଲ୍ଲୀ: ସଂସଦର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି । ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ଦିବ୍ୟଙ୍ଗତ ସାଂସଦଙ୍କ ଉର୍ଦ୍ଦେଶ୍ୟରେ ଶୋକ ପ୍ରସ୍ତାବ ଆଗତ କରିଛନ୍ତି ବାଚସ୍ପତି ଓମ୍‌ ବିର୍ଲା । ଦିବ୍ୟଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦେବା ପରେ ୧ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏହା ପରେ ଭାରତୀୟ ମହିଳା କ୍ରିକେଟ ଦଳ ବିଶ୍ୱ ବିଜୟୀ ହୋଇଥିବାରୁ ଶୁଭେଚ୍ଛା ଜଣାଇଲେ ବାଚସ୍ପତି । ଏଥିରେ ସହମତି ଜଣାଇଥିଲେ ଉପସ୍ଥିତ ସମସ୍ତ ସଦସ୍ୟ । ଏହାପରେ ପ୍ରଶ୍ନକାଳ ଆରମ୍ଭ ହେବା ମାତ୍ରେ ଗୃହରେ ନାରାବାଜି କରିଛନ୍ତି ବିରୋଧୀ ସଦସ୍ୟ । ପ୍ରବଳ ହଟ୍ଟଗୋଳ ମଧ୍ୟରେ ପ୍ରଶ୍ନକାଳ ଚାଲିଛି । ଗୃହ କାର୍ଯ୍ୟରେ ସହଯୋଗ କରିବାକୁ ବିରୋଧୀଙ୍କୁ ଅପିଲ୍‌ କରିଛନ୍ତି ବାଚସ୍ପତି ।

Hot this week

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

Related Articles

Popular Categories