www.samajalive.in
Sunday, December 7, 2025
14.1 C
Bhubaneswar

ସଂସଦ ସୁରକ୍ଷାରେ ତ୍ରୁଟି ଘଟଣା: ୮ ନିଲମ୍ବିତ

ନୂଆଦିଲ୍ଲୀ: ସଂସଦ ଭବନରେ ସୁରକ୍ଷା ଭଙ୍ଗ ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଘଟଣାକୁ ନେଇ ସଂସଦର ସୁରକ୍ଷା ଦାୟିତ୍ବରେ ନିୟୋଜିତ ୮ ଜଣ କର୍ମଚାରୀଙ୍କୁ ଲୋକସଭା ସଚିବାଳୟ ନିଲମ୍ବନ କରିଛି। ସୂଚନା ଅନୁଯାୟୀ, ଏହି ସମସ୍ତ କର୍ମଚାରୀ ଲୋକସଭାର ସୁରକ୍ଷାରେ ତ୍ରୁଟି ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।

ଏଠାରେ ସୂଚନାଯୋଗ୍ୟ, ଘଟଣା ପରେ ଗୃହ ମନ୍ତ୍ରଣାଳୟ ମଧ୍ୟ ଏହାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ପୁଲିସ ୫ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ବର୍ତ୍ତମାନ ପୁଲିସ ସମସ୍ତ ଅଭିଯୁକ୍ତଙ୍କୁ ପଚରାଉଚରା କରୁଥିବା ଜଣାଯାଇଛି।

- Advertisement -

ପ୍ରାରମ୍ଭିକ ତଦନ୍ତରୁ ଜଣାପଡିଛି ଯେ, ବିଭିନ୍ନ ପ୍ରସଙ୍ଗ ପ୍ରତି ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା ଏମାନଙ୍କ ଉଦ୍ଦେଶ୍ୟ। ବେକାରୀ, କୃଷକଙ୍କ ସମସ୍ୟା ଏବଂ ମଣିପୁର ହିଂସା ଭଳି ଘଟଣାକୁ ନେଇ ଅଭିଯୁକ୍ତମାନେ ଚିନ୍ତିତ ଥିବା ପୁଲିସକୁ କହିଛନ୍ତି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories