www.samajalive.in
Sunday, December 14, 2025
18.1 C
Bhubaneswar

ଶପଥ ନେଲେ ଲୋକପାଳ କମିଟି ସଦସ୍ୟ

ନୂଆଦିଲ୍ଲୀ : ଲୋକପାଳ କମିଟିର ସଦସ୍ୟମାନେ ବୁଧବାର ଶପଥ ଗ୍ରହଣ କରିଛନ୍ତି।  ଲୋକପାଳ ଜଷ୍ଟିସ ପିନାକୀ ଚନ୍ଦ୍ର ଘୋଷ ବୁଧବାର ଲୋକପାଳ କମିଟିର ସଦସ୍ୟଙ୍କୁ ଶପଥ ପାଠ କରାଇଛନ୍ତି। କମିଟିର ସଦସ୍ୟମାନଙ୍କ ମଧ୍ୟରେ ଅଛନ୍ତି, ଜଷ୍ଟିସ ଦିଲ୍ଲୀପ ବାବାସାହେବ ଭୋଷଲେ, ଜଷ୍ଟିସ ପ୍ରଦୀପ କୁମାର ମହାନ୍ତି, ଜଷ୍ଟିସ ଅଭିଳାଷା କୁମାରୀ, ଜଷ୍ଟିସ ଅଜୟ କୁମାର ତ୍ରିପାଠୀ, ଦିନେଶ କୁମାର ଜୈନ, ଶ୍ରୀମତୀ ଅର୍ଚ୍ଚନା ରମାସୁନ୍ଦରମ, ମହେନ୍ଦର ସିଂହ ଓ ଡ. ଇନ୍ଦ୍ରଜିତ ପ୍ରସାଦ ଗୌତମ। ଏହି ଶପଥ ପାଠ ସମାରୋହରେ ଡିଓପିଟି ସଚିବ ଡ. ସି. ଚନ୍ଦ୍ରମଉଳି, କେନ୍ଦ୍ରୀୟ ଭିଜିଲାନ୍ସ କମିଶସନର କେ.ଭି ଚୌଧୁରୀ, ଆଇବି ନିର୍ଦ୍ଦେଶକ ରାଜୀବ ଜୈନ ଏବଂ ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories