www.samajalive.in
Saturday, December 6, 2025
26.1 C
Bhubaneswar

ଆଜିଠୁ ଲଣ୍ଡନ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର : ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଜିଠାରୁ ୯ତାରିଖ ପର୍ଯ୍ୟନ୍ତ ଲଣ୍ଡନ ଗସ୍ତରେ ଯିବେ। ଏହି ଗସ୍ତ ସମୟରେ ସେ ଓଡ଼ିଶା ପର୍ଯ୍ୟଟନ, ପ୍ରବାସୀ ଏବଂ ଶିଳ୍ପପତିଙ୍କ ସହ ସମ୍ପର୍କକୁ ମଜଭୁତ କରିବା ପାଇଁ ଆୟୋଜିତ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। କାର୍ଯ୍ୟକ୍ରମ ମାଧ୍ୟମରେ ବିଦେଶ ମାଟିରେ ସେ ଓଡ଼ିଶା ପର୍ଯ୍ୟଟନ ବିକାଶର ସମ୍ଭାବନା ଉପରେ ଆଲୋକପାତ କରିବେ। ଓଡ଼ିଶାର ପର୍ଯ୍ୟଟନ ପ୍ରତି ବିଦେଶୀ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ସହ ପର୍ଯ୍ୟଟନ ଶିଳ୍ପରେ ଅଧିକ ପୁଞ୍ଜିନିବେଶକୁ ତ୍ୱରାନ୍ୱିତ କରିବ ବୋଲି ଆଶା କରାଯାଉଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories