www.samajalive.in
Tuesday, December 9, 2025
26.1 C
Bhubaneswar

ଦୋକାନରୁ ଲକ୍ଷାଧିକ ଟଙ୍କାର  ଲୁଗା ଚୋରି

ଖୁଣ୍ଟା : ମୟୁରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ ବାହାନଡାର ଶୁକ୍ରବାର ରାତିରେ ଚାରି ଗୋଟି ସ୍ଥାନରୁ ଚୋରି ଉଦ୍ୟମ ହୋଇଥିବା ବେଳେ ଏକ ଲୁଗା ଦୋକାନରୁ ଲକ୍ଷାଧିକ ଟଙ୍କାର ଲୁଗା ଚୋରି ହୋଇଥିବା ଅଭିଯୋଗ ହୋଇଛି।

ସୂଚନା ଅନୁଯାୟୀ, ଖୁଣ୍ଟା ଥାନା ବାହାନଡାର ବିନୋଦିନୀ ସାହୁଙ୍କ ବାସସ୍ଥାନରେ ଥିବା ଲୁଗା ଦୋକାନରୁ ଦୁର୍ବୃତ୍ତମାନେ ୨୫ ହଜାର ଟଙ୍କା ଓ ଲକ୍ଷାଧିକ ଟଙ୍କା ମୂଲ୍ୟର ଲୁଗା ଚୋରି କରିଥିବା ଜଣାପଡ଼ିଛି । ସେହିପରି ବାହାନଡାର ଏକ ଜଳଖିଆ ଦୋକାନ, ନିକଟସ୍ଥ ଗୟଳମରା ଗ୍ରାମର ହନୁମାନ ମନ୍ଦିର ଓ ଅନ୍ୟ ଏକ ଦୋକାନରୁ ଚୋରି ଉଦ୍ୟମ ହୋଇଥିବା ଜଣା ପଡିଛି। ପୁଲିସ ଏନେଇ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

- Advertisement -

 

Hot this week

ଆଉ ୧୮ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା : ଏମ୍‌ଭି-୨୬ରେ ୧୬୩ ଘର କ୍ଷତିଗ୍ରସ୍ତ

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବଢିଲା ଇଣ୍ଟରନେଟ୍ କଟକଣା। ପ୍ରଶାସନ ଆଉ ୧୮...

୫ ବର୍ଷରେ ଗଲାଣି ୫୧୮ ଦାଦନଙ୍କ ଜୀବନ

ସମାଜଲାଇଭ ଡେସ୍କ: ରାଜ୍ୟରେ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟଣା ଦିନକୁ ଦିନ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

Related Articles

Popular Categories