କଟକ : କଟକ ଜିଲାର ମହାନଦୀବିହାର ଅଞ୍ଚଳରୁ ଶୁକ୍ରବାର ଲୁଟ ହୋଇଥିବା ଜଣାପଡ଼ିଛି। ଦୁର୍ବୃତ୍ତମାନେ ଏକ କାରର କାଚ ଭାଙ୍ଗି ୪ ଲକ୍ଷ ଟଙ୍କା ଲୁଟ କରିଥିବା ନେଇ ଅଭିଯୋଗ ହୋଇଛି। ଜଣେ ବ୍ୟକ୍ତି ମହାନଦୀ ବିହାର ଅଞ୍ଚଳରେ ଥିବା ଏକ ବ୍ୟାଙ୍କରୁ ଟଙ୍କା ଉଠାଇ କାରରେ ରଖିଥିବା ବେଳେ ଏହି ଲୁଟ ହୋଇଥିବା ନେଇ ସୂଚନା ମିଳିଛି। ପୁଲିସ ତଦନ୍ତ ଆରମ୍ଭ କରିଥିବା ବେଳେ ଘଟଣାର ବିଷୟରେ ଅଧିକ ତଥ୍ୟ ହସ୍ତଗତ ହୋଇ ପାରି ନାହିଁ।
Popular Categories



