www.samajalive.in
Friday, December 5, 2025
27.1 C
Bhubaneswar

ବନ୍ଧୁକ ଦେଖାଇ ଲୁଟ୍‌ ଅଭିଯୋଗ

ବାଲେଶ୍ବର : ବନ୍ଧୁକ ଦେଖାଇ ଜଣେ ବ୍ୟକ୍ତିଙ୍କ ଠାରୁ ଲୁଟ ହୋଇଥିବାର ଅଭିଯୋଗ ହୋଇଛି। ଶୁକ୍ରବାର ବିଳମ୍ବିତ ରାତିରେ ବାଲେଶ୍ବର ଜିଲା ସୋର ସରଶଙ୍ଖ ମିଲ ନିକଟରେ ୩ଜଣ ଦୁର୍ବୃତ୍ତ ଆସି ଲୁଟ୍‌ କରିଛନ୍ତି। ଦୁର୍ବୃତ୍ତମାନେ ପ୍ରେସ୍ ମାଲିକ ଶ୍ରୀଧର ଦାଶମହାପାତ୍ରଙ୍କୁ ମାଡ ମାରି ୬ହଜାର ଟଙ୍କା ଓ ମୋବାଇଲ ଫୋନ ଲୁଟ କରିଥିବାର ଜଣାପଡିଛି। ଅଭିଯୋଗ ପରେ ପୁଲିସ ଏହି ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories