www.samajalive.in
Tuesday, December 9, 2025
26.1 C
Bhubaneswar

ଚେନ ଲୁଟେରାକୁ କାବୁ କରି ପୁଲିସ ଜିମା ଦେଲେ ମହିଳା

ଭୁବନେଶ୍ବର:ବେଗରୁ ସୁନା ଚେନ୍ ଝାମ୍ପି ନେଉଥିବା ଜଣେ ଲୁଟେରାଙ୍କୁ ବାକୁ କରି ଜଣେ ମହିଳା ସାହାସିକତାର ପରିଚୟ ଦେଇଛନ୍ତି । ଏହି ଘଟଣା ରସୁଲଗଡ ଡିଜିପି କଲୋନୀ ମଳୟ ବିହାରରେ ଘଟିଛି । ମହିଳା ଜଣଙ୍କ ଏକାକୀ ଯାଉଥିବା ବେଳେ ଦୁଇ ଜଣ ଦୁର୍ବୃତ୍ତ ଏକ ବାଇକରେ ଆସି ତାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେବାକୁ ଉଦ୍ୟମ କରିଥିଲେ । ଏହି ସମୟରେ ଦୁଇ ଜଣ ଲୁଟେରାଙ୍କ ମଧ୍ୟରୁ ଜଣଙ୍କୁ ମହିଳା କାବୁ କରି ନେଇଥିଲେ । ଏହା ପରେ ଲୁଟେରାଙ୍କ ଆକ୍ରମଣ ମହିଳା ଜଣଙ୍କ ଆହତ ହୋଇଛନ୍ତି । ଅନ୍ୟ ଲୁଟେରା ଜଣଙ୍କ ଘଟଣାସ୍ଥଳରୁ ଚମ୍ପଟ ମାରିବାରେ ସଫଳ ହୋଇଛି ।

 

- Advertisement -

 

Hot this week

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

ବାରବାଟୀ ଜଗିଛନ୍ତି ୫୦ପ୍ଲାଟୁନ ଫୋର୍ସ

ସମାଜ ଡିଜିଟାଲ ଡେସ୍କ: ଆଜି ବାରବାଟୀରେ ବିଗ୍‌ ଫାଇଟ୍‌ । ମ୍ୟାଚ...

ଇଣ୍ଡିଗୋକୁ ୫% ବିମାନ ଉଡାଣ ହ୍ରାସ କରିବାକୁ ନିର୍ଦ୍ଦେଶ ଦେଲେ ସରକାର

ସମାଜ ଲାଇଭ ଡ଼େସ୍କ : ଦେଶରେ ବିମାନ ଉଡାଣରେ ବିଶୃଙ୍ଖଳା ପାଇଁ...

Related Articles

Popular Categories