www.samajalive.in
Saturday, December 6, 2025
16.1 C
Bhubaneswar

ଧକ୍କା ମାରି ଲୁଟି ନେଲେ ଦେଢ ଲକ୍ଷ ଟଙ୍କା

ଫୁଲବାଣୀ : ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ଠାରୁ ଦେଢ ଲକ୍ଷ ଟଙ୍କା ଲୁଟ ହୋଇଥିବା ଅଭିଯୋଗ ହୋଇଛି। ଏପରି ଘଟଣା ଫୁଲବାଣୀ ମେଡିକାଲ ଛକ ନିକଟରେ ଘଟିଛି। କର୍ମଚାରୀ ଜଣକ ଟଙ୍କା ଉଠାଇ ନେଇ ଫେରୁଥିଲେ। ସେହି ସମୟରେ ଦୁଇଟି ବାଇକରେ ଲୁଟେରା ଆସି ତାଙ୍କୁ ଧକ୍କା ମାରି ଟଙ୍କା ନେଇ ପଳାଇଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରୁଥିବା ଜଣାପଡିଛି।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories