www.samajalive.in
Monday, December 15, 2025
24.1 C
Bhubaneswar

୨୫ଲକ୍ଷରୁ ଉଦ୍ଧ୍ଵ ଟଙ୍କାର ସୁନା ଲୁଟ୍ ଅଭିଯୋଗ

ଭୁବନେଶ୍ବର : ନୟାପଲ୍ଲୀ ଇନ୍ଦ୍ରଧନୁ ମାର୍କେଟର ଏକ ଜୁଏଲାରୀ ଦୋକାନରୁ ୨୫ଲକ୍ଷରୁ ଉଦ୍ଧ୍ଵ ଟଙ୍କାର ସୁନା ଗହଣା ଭର୍ତ୍ତି ବ୍ୟାଗ୍ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ସୁନା ଭର୍ତ୍ତି ବ୍ୟାଗକୁ ତଳେ ରଖି ତାଲା ପକାଉଥିଲାବଳେ ଦୁବୃର୍ତ୍ତ ଲୁଟି ନେଇଛନ୍ତି। ଏନେଇ ଜୁଏଲାରୀ ଦୋକାନୀ ଥାନାରେ ଏତଲା ଦେବାପରେ ପୁଲିସ ଛାନଭିନ୍ ଚଳାଇଛି। ଦୋକାନ ସିସିଟିଭି କ୍ୟାମେରାରୁ ଲୁଟ୍ ବେଳର ଭିଡିଓ ମିଳିଥିବା ସୂଚନା ମିଳିଛି।

Hot this week

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

Related Articles

Popular Categories