www.samajalive.in
Monday, December 15, 2025
24.1 C
Bhubaneswar

ବନ୍ଧୁକ ଦେଖାଇ ଖଣ୍ଡାରେ ହାଣି ସାଢେ ୪ ଲକ୍ଷ ଲୁଟ୍

କେନ୍ଦୁଝର : ବନ୍ଧୁକ ଦେଖାଇ ଖଣ୍ଡାରେ ହାଣି ଲୁଟିଲେ ଦୁର୍ବୃତ୍ତ । ତୁରୁମୁଙ୍ଗା ଥାନା ଡାବରଚୁଆରେ ଘଟିଛି ଏଭଳି ଘଟଣା । ଜଣେ ଗୋରୁ ବେପାରୀଙ୍କଠାରୁ ସାଢେ ୪ ଲକ୍ଷ ଲୁଟି ନେଇଥିବା ଅଭିଯୋଗ ହୋଇଛି । ସମ୍ପୃକ୍ତ ବ୍ୟବସାୟୀ ଜଣକ ବେପାର ସାରି ଘରକୁ ଫେରୁଥିବାବେଳେ ଲୁଟର ଶିକାର ହୋଇଛନ୍ତି । ୨ଟି ପଲସରରେ ୫ ଦୁର୍ବୃତ୍ତ ଆସି ତାଙ୍କୁ ବନ୍ଧୁକ ଦେଖାଇବା ସହ ଖଣ୍ଡାରେ ଆକ୍ରମଣ କରି ତାଙ୍କ ପାଖରେ ଥିବା ସାଢେ ୪ ଲକ୍ଷ ଟଙ୍କା ଲୁଟିନେଇଯାଇଥିବା ସେ ଥାନାରେ ଅଭିଯୋଗ କରିଛନ୍ତି । ଅଭିଯୋଗ ଆଧାରରେ ଖୋଳତାଡ କରୁଛି ପୁଲିସ ।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories