www.samajalive.in
Monday, December 15, 2025
24.1 C
Bhubaneswar

ନୟାଗଡ଼ ଜଗନ୍ନାଥ ମନ୍ଦିରରୁ ଚୋରି

ସମାଜ ଡିଜିଟାଲ ଡେସ୍କ: ନୟାଗଡ଼ ଜଗନ୍ନାଥ ମନ୍ଦିରରୁ ଚୋରି ହୋଇଛି। ଦୁର୍ବୃତ୍ତମାନେ ଦକ୍ଷିଣ ଦ୍ବାର କବାଟ ଭାଙ୍ଗି ମନ୍ଦିରରେ ପଶିବା ସହିତ ଦାନବାକ୍ସ ଭାଙ୍ଗି ଟଙ୍କା ଚୋରି କରି ନେଇଛନ୍ତି। ବୁଧବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିତିବାବେଳେ ଗୁରୁବାର ସକାଳେ ତାହା ସାମ୍ନାକୁ ଆସିଛି। ଠାକୁରଙ୍କ ମଥାମଣି ସହିତ ସୁନାଗହଣା ଏବଂ ଟଙ୍କା ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଖବର ପାଇ ଟାଉନ ଥାନା ପୁଲିସ ମନ୍ଦିରରେ ପହଞ୍ଚି ଅନୁସନ୍ଧାନ ଆରମ୍ଭ କରିଛି।

Hot this week

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

ସମ୍ପାଦକୀୟ : ସଲ୍ଟଲେକ୍‌ ଦୁଃଖ

ନିୟମ ସମସ୍ତଙ୍କ ପାଇଁ ସମାନ କଲକାତାର ସଲ୍ଟଲେକ୍ ଷ୍ଟାଡିୟମରେ ବିଶ୍ୱର ମହାନ ଫୁଟବଲ...

ରାତିରେ ସ୍ଵେଟର କିମ୍ବା ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

Related Articles

Popular Categories