www.samajalive.in
Monday, December 8, 2025
27.1 C
Bhubaneswar

୪ଟି ଦୋକାନରେ କଳାକନା ବୁଲାଇଲେ ଦୁର୍ବୃତ୍ତ

ଦିଗପହଣ୍ଡି : ୪ଟି ଦୋକାନରେ କଳାକନା ବୁଲାଇଲେ ଦୁର୍ବୃତ୍ତ । ଗତକାଲି ରାତିରେ ଦୋକାନ ସାମଗ୍ରୀ ସହ ସିସିଟିଭି ହାର୍ଡଡିସ୍କ ଚୋରି କରିନେଇଛନ୍ତି ଦୁର୍ବୃତ୍ତ । ଦିଗପହଣ୍ଡି ଥାନା ଛେମୁଣ୍ଡି କଲେଜ ନିକଟରେ ଥିବା ପାଖାପାଖି ୪ଟି ଦୋକାନରୁ ସାମଗ୍ରୀ ସହ ଡ୍ରରେ ଥିବା କିଛି ଟଙ୍କା ଓ ସିସିଟିଭି ହାର୍ଡଡିସ୍କ ଚୋରି କରିନେଇଛନ୍ତି । ପୁଲିସ ଘଟଣାର ତଦନ୍ତ କରୁଛି ।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories