www.samajalive.in
Thursday, November 13, 2025
25.1 C
Bhubaneswar

ତାରିଣୀ ମନ୍ଦିରରୁ ୩୦ ଲକ୍ଷର ସୁନାଗହଣା ଲୁଟ

ସମାଜ ଡିଜିଟାଲ ଡେସ୍କ: ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା ଏକ ତାରିଣୀ ମନ୍ଦିରରୁ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରରୁ ପ୍ରାୟ ୩୦ ଲକ୍ଷ ଟଙ୍କା ମୂଲ୍ୟର ସୁନା ଅଳଙ୍କାର ଲୁଟି ନେଇଛନ୍ତି। ଏପରି କି ମା’ଙ୍କ ସୁନା ଆଖି ବି ତାଡ଼ି ନେଇଛନ୍ତି। ଏହା ବ୍ୟତୀତ ମା’ଙ୍କ ସୁନା ନାକ, ମଥାମଣି, ସପ୍ତମୁଖ ଦୀପ ଲୁଟି ନେଇଛନ୍ତି ଦୁର୍ବୃତ୍ତ।

ରବିବାର ବିଳମ୍ବିତ ରାତିରେ ଏହି ଲୁଟ୍‌ ଘଟଣା ଘଟିଥିବା ଅନୁମାନ କରାଯାଉଛି। ଏ ନେଇ ମନ୍ଦିର ପକ୍ଷରୁ ଥାନାରେ ଏତଲା ଦିଆଯିବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି। ପୁଲିସ ପକ୍ଷରୁ ଆଖପାଖରେ ଲାଗିଥିବା ସିସିଟିଭି କ୍ୟାମେରାର ଫୁଟେଜକୁ ଯାଞ୍ଚ କରାଯାଉଛି।

Hot this week

ସମ୍ପାଦକୀୟ : ଓଡ଼ିଶାରେ ମାଣ୍ଡିଆ ଗ୍ରାମ

ପାହାଡ଼ ଗାଁରେ ମାଣ୍ଡିଆ ଚାଷ, ସୂରୁଯ ଉଇଁଲେ ଆସଇ ହସ। ଏ...

ସମ୍ପାଦକୀୟ : ପାକିସ୍ତାନୀ ମିଛ , ପୁରୁଣା ଅଭ୍ୟାସର ପୁନରାବୃତ୍ତି

ନିକଟରେ ଦିଲ୍ଲୀର ଲାଲକିଲା ପାଖରେ ହୋଇଥିବା ବିସ୍ଫୋରଣର ଠିକ୍ ପରେ ପରେ...

ସମ୍ପାଦକୀୟ : ଆତଙ୍କବାଦୀ ଓ ତାଙ୍କ ସମର୍ଥକଙ୍କୁ କଠୋର ଦଣ୍ଡ ଦିଆଯାଉ

ଆତଙ୍କବାଦୀ ଏବଂ ଆତଙ୍କବାଦକୁ ପ୍ରୋତ୍ସାହିତ କରୁଥିବା ଲୋକଙ୍କ ବିରୋଧରେ ଆମର ସୁରକ୍ଷା...

ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌ ଅଫିସର ମୁଖ୍ୟ ପରୀକ୍ଷା ବାତିଲ

ଏଏସ୍‌ଓ ମୁଖ୍ୟ ପରୀକ୍ଷା ବାତିଲ କଟକ, ୧୨ା୧୧ (ନି.ପ୍ର): ହାଇକୋର୍ଟର ଆସିଷ୍ଟାଣ୍ଟ ସେକ୍ସନ୍‌...

Related Articles

Popular Categories