www.samajalive.in
Friday, December 5, 2025
26.1 C
Bhubaneswar

ସ୍ଵାମୀଙ୍କୁ ଛୁରାମାଡ଼ କରି ସ୍ତ୍ରୀଙ୍କ ଅଳଙ୍କାର ଲୁଟିଲେ ଦୁର୍ବୃତ୍ତ

ସମାଜ ଡିଜିଟାଲ ଡେସ୍କ: କେନ୍ଦୁଝର ଜିଲା ଘସିପୁରା ଥାନା ଅନ୍ତର୍ଗତ ବେଳବାହାଳି ନିକଟରେ ଶନିବାର ଜଣେ ଦମ୍ପତିଙ୍କୁ ଆକ୍ରମଣ କରି ଲୁଟ କରାଯାଇଛି। ୩ ଜଣ ଦୁର୍ବୃତ୍ତ ଦମ୍ପତିଙ୍କୁ ଅଟକାଇ ତାଙ୍କଠାରୁ ସୁନା ଅଳଙ୍କାର ଲୁଟ କରିଥିବା ଥାନାରେ ଅଭିଯୋଗ ହୋଇଛି।

ସୂଚନା ଅନୁସାରେ, ନିଜ ଛୋଟ ଝିଅ ସହିତ ଏକ ଦମ୍ପତି ବାଇକରେ ଯାଉଥିବା ସମୟରେ ବେଲବାହାଳି ନିକଟରେ ୩ ଦୁର୍ବୃତ୍ତ ସେମାନଙ୍କୁ ଅଟକାଇଥିଲେ। ସେମାନେ ଗୁଳି ଫୁଟାଇ ଦମ୍ପତିଙ୍କୁ ଭୟଭୀତ କରାଇ ଅଳଙ୍କାର ଲୁଟିବାକୁ ଉଦ୍ୟମ କରିଥିଲେ। ସ୍ଵାମୀ ବିରୋଧ କରିବାରୁ ସେମାନେ ତାଙ୍କୁ ଛୁରାମାଡ଼ କରି ତାଙ୍କ ସ୍ତ୍ରୀଙ୍କଠାରୁ ସୁନା ଅଳଙ୍କାର ଲୁଟି ଫେରାର ହୋଇଯାଇଥିଲେ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories