www.samajalive.in
Thursday, December 11, 2025
14.1 C
Bhubaneswar

ପେଟ୍ରୋଲ ପମ୍ପର ମାନେଜରଙ୍କୁ ଗୁଳି କରି ଲୁଟ୍

ଗୋରଖପୁର: ଦିନ ଦ୍ବପ୍ରହରରେ ପେଟ୍ରୋଲ ପମ୍ପର ମାନେଜରଙ୍କୁ ଗୁଳିମାଡ କରି ଦୁର୍ବୃତ୍ତମାନେ ଲୁଟି ନେଇଥିବା ଅଭିଯୋଗ ହୋଇଛି। ଉତ୍ତରପ୍ରଦେଶର ଗୋରଖପୁର ଜିଲାର ବେଲୀପାର ଅଞ୍ଚଳରେ ଏହି ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଚଯାୟୀ, ସୋମବାର ଦ୍ବପ୍ରହରରେ ବେଲୀପାର ଥାନା ଅନ୍ତର୍ଗତ ମହାବୀର ଛପରା ଚୌରାହା ନିକଟରେ କିଛି ଦୁର୍ବୃତ୍ତ ବାଇକରେ ଆସି ମହରୌଲୀ ପେଟ୍ରୋଲ ପମ୍ପର ମାନେଜରଙ୍କ ଉପରକୁ ପ୍ରଥମେ ଗୁଳି ଚଳାଇଥିଲେ। ସେ ତଳେ ପଡି ଯିବା ପରେ ତାଙ୍କ ଠାରୁ ଟଙ୍କା ବ୍ୟାଗ୍ ଧରି ଦୁର୍ବୃତ୍ତମାନେ ସେଠାରୁ ଫେରାର ହୋଇ ଯାଇଥିଲେ। ସେହି ବ୍ୟାଗ୍‌ରେ ୧୧ ଲକ୍ଷ ଟଙ୍କା ଥିଲା ବୋଲି ଜଣାପଡିଛି।

Hot this week

ବିଶ୍ବାସ ଜିନ୍‌

ବିଶ୍ବାସ ହେଉଛି ସମ୍ପର୍କର ସେତୁବନ୍ଧ। ଏହା ହିଁ ଆଦିମ ମଣିଷକୁ ପରସ୍ପର...

‘ଜୀବେ ଦୟା’ ଜୈବ ବିବିଧତାର ଆଦର୍ଶ

ଆମ ପରିବେଶରେ ଥିବା ବିଭିନ୍ନ ପ୍ରକାରର ଉଦ୍ଭିଦ, ପ୍ରାଣୀ ଓ ଅନ୍ୟାନ୍ୟ...

ଅନୁଗୁଳରେ ଫୁଟିଲା ଗୁଳି, ଜଣେ ଗୁରୁତର

ଅନୁଗୁଳ : ଅନୁଗୁଳରେ ଫୁଟିଲା ଗୁଳି । ଶିକ୍ଷକପଡ଼ା ସ୍ଥିତ ଇକୋ...

ଚିନ୍ତାକଳ୍ପ : ଗୁଣଗ୍ରାହିତା

ଆବ୍ରାହମ ଲିଙ୍କନ, ଆମେରିକାର ଲୋକପ୍ରିୟ ରାଷ୍ଟ୍ରପତିଙ୍କ ମଧ୍ୟରୁ ଅଗ୍ରଗଣ୍ୟ। ଆଜି ମଧ୍ୟ...

ରାଉରକେଲା ସବୁଠୁ ଥଣ୍ଡା ସହର

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଦିଗରୁ ରାଜ୍ୟକୁ ଥଣ୍ଡା ଶୁଷ୍କ ବାୟୁ ପ୍ରବାହିତ ହେଉଛି।...

Related Articles

Popular Categories