www.samajalive.in
Tuesday, December 9, 2025
26.1 C
Bhubaneswar

ବିଜୟା ଦଶମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତି: ସୁନାବେଶରେ ଦର୍ଶନ ଦେବେ ଶ୍ରୀଜିଉ

ସମାଜ ଡିଜିଟାଲ ଡେସ୍କ: ଆଜି ବିଜୟା ଦଶମୀ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେଉଛି । ୧୨ମାସରେ ୧୩ପର୍ବ ପାଳନ ହେଉଥିବା ଶ୍ରୀମନନ୍ଦିରରେ ଅନୁଷ୍ଠିତ ହେବ ସୁନାବେଶ ବା ରାଜରାଜଶ୍ୱେର ବେଶ । ଭକ୍ତଙ୍କୁ ରାଜରାଜଶ୍ୱେର ବେଶରେ ଦର୍ଶନ ଦେବେ ଶ୍ରୀଜିଉ । ଏହି ବେଶକୁ ଦର୍ଶନ କରିବା ପାଇଁ ମନ୍ଦିରରେ ଭକ୍ତଙ୍କ ଗହଳି ଲାଗିବ ।

ସୂଚନା ଅନୁସାରେ କିରିଟି, ଚୁଳ, ଚନ୍ଦ୍ରିକା, ଆଡକାନି, ଚନ୍ଦ୍ରସୂର୍ଯ୍ୟ, ଶ୍ରୀଭୂଜ, ଶ୍ରୀପୟର ଓ ଘାଗଡା ମାଳି ଆଦି ସ୍ୱର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବେ ବ୍ରହ୍ମାଣ୍ଡ ଠାକୁର । ସକାଳ ଧୂପ ପରେ ଆୟୁଧ ମାନଙ୍କର ମାଜଣା ପୂଜା ସରିବା ପରେ ମହାପ୍ରଭୁ ଆୟପଧ ଧାରଣ କରିବେ । ଶ୍ରୀମନ୍ଦିରରେ ଅବକାଶ ନୀତି ପରେ ଶ୍ରୀଜିଉଙ୍କର ସୁନାବେଶ ଅନୁଷ୍ଠିତ ହେବ ।

Hot this week

ଶିକାରୀ ଫାଶରେ ପଡିଲା କଲରାପତରିଆ

ଅନୁଗୁଳ : ଶିକାରୀ ଫାଶରେ ପଡିଲା କଲରାପତରିଆ। ଅନୁଗୋଳ ବନଖଣ୍ଡ କରତପଟା...

ଜନ୍ମଦିନରେ ସୋନିଆ ଗାନ୍ଧୀଙ୍କୁ ଝଟକା: କୋର୍ଟରୁ ନୋଟିସ୍‌

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କୁ ବଡ...

ପୀତବାସ ପଣ୍ଡା ହତ୍ୟା ମାମଲା: ବିକ୍ରମଙ୍କ ସହ ୫ଜଣଙ୍କ ଜାମିନ୍‌ ରାୟ ସଂରକ୍ଷିତ

ସମାଜ ଡିଜିଟାଲ ଡେସ୍କ: ପୀତପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଧାୟକ ବିକ୍ରମ...

ବିଜେପି ମୋର୍ଚ୍ଚା ସଭାପତି : ଅଭିଳାଷ , ଐଶ୍ଵର୍ଯ୍ୟା ରିପିଟ୍‌

ଭୁବନେଶ୍ଵର : ମୋର୍ଚ୍ଚା ସଭାପତି ଓ ଜିଲ୍ଲା ପ୍ରଭାରୀ ଘୋଷଣା କଲେ...

ଚୁଟ୍‌କିରେ ଦୂର ହେବ କେଶ ଝଡିବା ସମସ୍ୟା : ବ୍ୟବହାର କରନ୍ତୁ ଏହି ମାସ୍କ

ନୂଆଦିଲ୍ଲୀ : ଆଜିକାଲି ସମୟରେ କେଶ ଝଡିବା ସମସ୍ତଙ୍କ ପାଇଁ ଏକ...

Related Articles

Popular Categories