ଆୟୁ ବୃଦ୍ଧି ପାଇଁ ଗାଈ ଘିଅରେ ପ୍ରଭୁ ମହାଦେବଙ୍କୁ ଅଭିଷେକ କରନ୍ତୁ।
ବାହନ ସୁଖ ପାଇଁ ମଲ୍ଲୀ ଫୁଲ ପ୍ରଭୁଙ୍କୁ ଅର୍ପଣ କରନ୍ତୁ।
ଶିବ ମନ୍ଦିରରେ ଗାଈ ଘିଅରେ ଦୀପ ଲଗାନ୍ତୁ।
ବେଲ ପତ୍ରରେ ଓଁ ନମଃ ଶିବାୟ ମନ୍ତ୍ର ଲେଖି ପ୍ରଭୁଙ୍କୁ ଅର୍ପଣ କରନ୍ତୁ।
କେସର ମିଶ୍ରିତ ଜଳ ଅର୍ପଣ କଲେ ବୈବାହିକ ଜୀବନରେ ଥିବା ସମସ୍ୟା ଦୂର ହେବା ସହ ଜୀବନ ସୁଖମୟ ହୋଇଥାଏ।
ଶନିଙ୍କ ଦୋଷରୁ ମୁକ୍ତି ପାଇବା ପାଇଁ ରାଶି ଅର୍ପଣ କରନ୍ତୁ।
ଶିବଲିଙ୍ଗରେ ଦୁଦୁରା ଫୁଲ ଅର୍ପଣ କରିବା ଦ୍ୱାରା ଘର ଓ ସନ୍ତାନ ସହ ଜଡ଼ିତ ବହୁ ସମସ୍ୟା ଦୂର ହୋଇଥାଏ।
ଧନ ପ୍ରାପ୍ତି ପାଇଁ ଖିରୀରେ ପ୍ରଭୁଙ୍କୁ ଅଭିଷେକ କରନ୍ତୁ।
ନିୟମିତ ‘ଓଁ ନମଃ ଶିବାୟ’ଜପ କରନ୍ତୁ।
ଅରଖ ଫୁଲ –
ଏହି ଫୁଲ ଅର୍ପଣ କରିବା ଦ୍ୱାରା କର୍ମ କ୍ଷେତ୍ରରେ ସଫଳତା ମଳିବା ସହ, ଆର୍ଥିକ ଉନ୍ନତି ଘଟିଥାଏ ଓ ବିଦ୍ୟାର୍ଥୀ ମାନଙ୍କର ମଧ୍ୟ ଖୁବ ଭଲ ବିଦ୍ୟା ପ୍ରାପ୍ତି ହୋଇଥାଏ।
କନିଅର –
ଏହି ଫୁଲ ଭଗବାନ ଶିବଙ୍କର ଖୁବ ପ୍ରିୟ ଅଟେ। ଏହାକୁ ନିୟମିତ ଅର୍ପଣ କଲେ ନିଜ ଇଚ୍ଛା ଅନୁଯାୟୀ ଭଲ ଜୀବନ ସାଥୀ ପ୍ରାପ୍ତି ହୋଇଥାଏ।
ଏହି ସରଳ ଉପାୟରେ ପ୍ରସନ୍ନ ହୁଅନ୍ତି ମହାଦେବ
Popular Categories



