www.samajalive.in
Saturday, December 6, 2025
19.1 C
Bhubaneswar

ସୋମବାର ବିଶେଷ : ପ୍ରଭୁଙ୍କୁ ଅର୍ପଣ କରନ୍ତୁ ଅରୁଆ ଚାଉଳ

ସୋମବାର ପ୍ରଭୁ ଶଙ୍କରଙ୍କୁ ସମର୍ପିତ। ଏହି ଦିନ ପ୍ରଭୁ ମହାଦେବଙ୍କ ବିଶେଷ ଭାବେ ପୂଜାର୍ଚ୍ଚନା କରାଯାଇଥାଏ। ମାତ୍ର କିଛି ସରଳ ଉପାୟ ରହିଛି, ଯାହାକୁ ଆପଣାଇବା ଦ୍ୱାରା ଆର୍ଥିକ ସମସ୍ୟା ଦୂର ହୋଇଥାଏ। ଜାଣନ୍ତୁ..
ପ୍ରଭୁ ଶିବଶଙ୍କରଙ୍କୁ ଅକ୍ଷତ କିମ୍ବା ଏକ ମୁଠା ଗୋଟା ଅରୁଆ ଚାଉଳ ଅର୍ପଣ କରନ୍ତୁ। ଏହାଦ୍ୱାରା ଆର୍ଥିକ ସମସ୍ୟା ଦୂର ହୋଇ ଧନ ବୃଦ୍ଧି ହୋଇଥାଏ।

ପ୍ରଭୁ ଶଙ୍କରଙ୍କୁ କଳା ରାଶି ଅର୍ପଣ କରନ୍ତୁ। ଏହାଦ୍ୱାରା ମାନସିକ ଓ ଶାରୀରିକ ଶାନ୍ତି ମିଳିଥାଏ। ରୋଗ ଦୂର ହୋଇଥାଏ।
ପ୍ରଭୁଙ୍କ ନିକଟରେ ହରଡ ଡାଲି ଅର୍ପଣ କରିବା ଦ୍ୱାରା ସୁଖସମୃଦ୍ଧି ପ୍ରାପ୍ତି ହୋଇଥାଏ।
ବିବାହରେ ବିଳମ୍ବ ହେଉଥିଲେ ପ୍ରଭୁଙ୍କ ନିକଟରେ ଗହମ ଅର୍ପଣ କରନ୍ତୁ।
ଶିବ ଲିଙ୍ଗରେ ହଳଦିଆ ମୁଗ ଅର୍ପଣ କଲେ ଶ୍ରଦ୍ଧାଳୁଙ୍କ ମନସ୍କାମନା ପୂରଣ ହୋଇଥାଏ।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories