www.samajalive.in
Saturday, December 6, 2025
16.1 C
Bhubaneswar

ଫୁଲବାଣୀ ଓ ପାରଳାଖେମୁଣ୍ଡିରେ କୁହୁଡି : ୨୩ ସହରରେ ରାତ୍ରି ତାପମାତ୍ରା ୨୦ଡ଼ିଗ୍ରୀ ତଳେ

ଭୁବନେଶ୍ବର : ରାଜ୍ୟ ଫୁଲବାଣୀ ଏବଂ ପାରଳାଖେମୁଣ୍ଡି ଠାରେ କୁହୁଡି ଦୃଶ୍ୟମାନ ହୋଇଛି। ଫୁଲବାଣୀ ଠାରେ ଦୃଶ୍ୟମାନ ଦୂରତା ୨୦୦ମିଟର ଏବଂ ପାରଳାଖେମୁଣ୍ଡି ଠାରେ ଦୃଶ୍ୟମାନ ଦୂରତା ୭୦୦ମିଟର ରହିଛି।
ଅନ୍ୟ ପକ୍ଷରେ ରାଜ୍ୟର୨୩ ସହରରେ ରାତ୍ରି ତାପମାତ୍ରା ୨୦ଡ଼ିଗ୍ରୀ ତଳେ ରେକର୍ଡ  କରାଯାଇଛି। କନ୍ଧମାଳ ଜିଲ୍ଲାର ଜି.ଉଦୟଗିରିରେ ୧୨.୪ ଡ଼ିଗ୍ରୀ ଏବଂ ସିମିଲିଗୁଡା କୋରାପୁଟ ଠାରେ ୧୨.୯ ଡ଼ିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ସେହିପରି ଦାରିଙ୍ଗବାଡିରେ ୧୩.୫ ଡ଼ିଗ୍ରୀ, କୋରାପୁଟରେ ୧୪.୫ ଡ଼ିଗ୍ରୀ, ଛତ୍ରପୁର, ସୋନପୁର, ବୌଦ୍ଧ, ଫୁଲବାଣୀ ଠାରେ ରାତ୍ରି ତାପମାତ୍ରା ୧୫ଡ଼ିଗ୍ରୀ ରେକର୍ଡ କରାଯାଇଛି।

Hot this week

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

Related Articles

Popular Categories