www.samajalive.in
Sunday, December 7, 2025
18.1 C
Bhubaneswar

ବଙ୍ଗୋପସାଗରରେ ଲଘୁଚାପ – ଆସନ୍ତା କାଲି ବାତ୍ୟାର ରୂପ ନେବ, ଓଡିଶା ପାଇଁ ବିଶେଷ ବିପଦ ନଥିବା ସୂଚନା

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଆସନ୍ତାକାଲି ମଙ୍ଗଳବାରରେ ଏହା ବାତ୍ୟାର ରୂପ ନେଇପାରେ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଏହା ଅଧିକ ଘନୀଭୂତ ହୋଇ ଅବପାତ ପରେ ଗଭୀର ଅବପାତ ଏବଂ ବାତ୍ୟାର ରୂପ ନେବ ।

ତେବେ ଓଡ଼ିଶା ପାଇଁ ବାତ୍ୟାକୁ ନେଇ ବିଶେଷ ଭୟ ନଥିବା କୁହାଯାଉଛି । ଏହା ବଙ୍ଗୋପସାଗର ମଝି ଦେଇ ଆଣ୍ଡାମାନ କିମ୍ବା ମିଁୟାମାର ଆଡକୁ ଗତି କରିବ ବୋଲି ପୂର୍ବାନୁମାନ କରାଯାଇଛି । ଆଣ୍ଡାମାନ ନିକୋବର ଦ୍ୱୀପ ପୁଞ୍ଜରେ ୮ ରୁ ୧୨ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories