www.samajalive.in
Monday, December 15, 2025
26.1 C
Bhubaneswar

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ଭୁବନେଶ୍ଵର: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ୨୪ ତାରିଖ ସକାଳ ସୁଦ୍ଧା ଏହା ଘନୀଭୂତ ହୋଇ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ଉତ୍ତରପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହେବ। ଏହାର ପ୍ରଭାବରେ ୨୩ ଏବଂ ୨୪ ତାରିଖରେ ସମୁଦ୍ର ଅଶାନ୍ତ ରହିବ । ତେଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ୨୪ ତାରିଖରେ ଦକ୍ଷିଣ ଓଡିଶା ଓ ଆଭ୍ୟନ୍ତରୀଣ ଓଡିଶାରେ ବର୍ଷା ହେବାର ସମ୍ଭାବନା ରହିଛି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories