www.samajalive.in
Monday, December 15, 2025
24.1 C
Bhubaneswar

୫୦ ଟଙ୍କା ମହଙ୍ଗା ହେଲା ଘରୋଇ ଗ୍ୟାସ୍ ସିଲିଣ୍ଡର

ନୂଆଦିଲ୍ଲୀ : ସରକାର ପେଟ୍ରୋଲ-ଡିଜେଲ ଉପରେ ଉତ୍ପାଦ ଶୁଳ୍କ ବୃଦ୍ଧି କରିବା ପରେ ଏବେ ଏଲପିଜି ଗ୍ୟାସ୍ ସିଲିଣ୍ଡର ଦାମ୍ ବଢାଇଛନ୍ତି । ସରକାର ଘରୋଇ ଏଲପିଜି ଗ୍ୟାସ୍ ସିଲିଣ୍ଡର ୫୦ ଟଙ୍କା ବୃଦ୍ଧି କରିଛନ୍ତି । ସୋମବାର ପେଟ୍ରୋଲିୟମ ମନ୍ତ୍ରୀ ହରଦୀପ ସିଂହ ପୁରୀ ଏନେଇ ସୂଚନା ଦେଇଛନ୍ତି । ସେ କହିଛନ୍ତି କି ଘରୋଇ ଗ୍ୟାସ୍ ସିଲିଣ୍ଡର ଓ ଉଜ୍ବଳା ଯୋଜନା ଉପରେ ଦାମ୍ ୫୦ ଟଙ୍କା ବୃଦ୍ଧି ହୋଇଛି । ନୂଆ ଦର ଆଜି ରାତି ୧୨ଟାରୁ ଲାଗୁ ହେବ ।

କହିରଖୁଛୁ ଏବେ ଗ୍ୟାସ୍ ୮୨୯ ଟଙ୍କାରେ ମିଳୁଛି । ଦାମ୍ ବଢିବା ପରେ ୮୭୯ ଟଙ୍କା ହୋଇଯିବ । ଆଗକୁ ଏହି ପଦକ୍ଷେପ ଉପରେ ସମୀକ୍ଷା କରାଯିବ ବୋଲି ହରଦୀପ କହିଛନ୍ତି । ଆଗାମୀ ୨-୩ ସପ୍ତାହରେ ଏନେଇ ସମୀକ୍ଷା କରାଯିବ । ଉତ୍ପାଦ ଶୁଳ୍କ ବୃଦ୍ଧି ପେଟ୍ରୋଲ ଓ ଡିଜେଲ ଦାମ୍ ଉପରେ ପଡିବନି ବୋଲି ସେ ସୂଚନା ଦେଇଛନ୍ତି ।

Hot this week

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

ମୁମ୍ବଇରେ ମେସି ମାନିଆ

ମୁମ୍ବଇ : ବିଶ୍ବବିଜେତା ଆର୍ଜେଣ୍ଟିନା ଫୁଟ୍‌ବଲ ଦଳର ଅଧିନାୟକ ଲିଓନେଲ୍ ମେସି...

Related Articles

Popular Categories