www.samajalive.in
Saturday, December 6, 2025
14.1 C
Bhubaneswar

କମିଲା ଏଲପିଜି ସିଲିଣ୍ଡର ଦର

ନୂଆଦିଲ୍ଲୀ: ମହଙ୍ଗା ମାଡରୁ କିଛିଟା ଆଶ୍ୱସ୍ତି ଦେଇଛି ଗ୍ୟାସ ଦର । ବ୍ୟବସାୟିକ ଅନୁଷ୍ଠାନରେ ବ୍ୟବହାର ହେଉଥିବା ଏଲପିଜି ସିଲିଣ୍ଡରର ଦର ହ୍ରାସ ପାଇଛି । ଆଜିଠାରୁ ୧୯କେ.ଜି ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ ୩୦ଟଙ୍କା ହ୍ରାସ ପାଇଛି । ଦିଲ୍ଲୀରେ ଏବେ ଏହି ସିଲିଣ୍ଡର ୧୬୭୬ ପରିବର୍ତ୍ତେ ୧୬୪୬ ଟଙ୍କା ହୋଇଛି । ସେହିପରି କୋଲକତାରେ ୧୭୮୭ ବଦଳରେ ୧୭୫୬ଟଙ୍କା ଏବଂ ମୁମ୍ବଇରେ ୧୬୨୯ଟଙ୍କାରୁ ୧୫୯୮ ଟଙ୍କା ହୋଇଛି । ତେବେ ୧୪.୨ କିଲୋଗ୍ରାମର ଘରୋଇ ସିଲିଣ୍ଡରରେ କୌଣସି ପରିବର୍ତ୍ତନ ହୋଇନାହିଁ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories