www.samajalive.in
Monday, December 8, 2025
27.1 C
Bhubaneswar

ପହିଲାରୁ ଗ୍ରାହକଙ୍କୁ ମହଙ୍ଗା ମାଡ: ବଢିଲା ଗ୍ୟାସ୍ ଦର

ନୂଆଦିଲ୍ଲୀ: ମହଙ୍ଗା ହେଲା ଏଲପିଜି। ସରକାରୀ ତୈଳ କମ୍ପାନୀ ଗୁଡିକ ଏଲପିଜି  ସିଲିଣ୍ଡରର ମୂଲ୍ୟ ବୃଦ୍ଧି ଘୋଷଣା କରିଛନ୍ତି। ୧୯ କିଲୋଗ୍ରାମ୍ ଏଲପିଜି ସିଲିଣ୍ଡରର ମୂଲ୍ୟ ୬ ଟଙ୍କା ବୃଦ୍ଧି କରାଯାଇଛି। ସେହିପରି ଘରୋଇ ଏଲପିଜି ସିଲିଣ୍ଡରର ମୂଲ୍ୟରେ କୌଣସି ପରିବର୍ତ୍ତନ କରାଯାଇନାହିଁ। ବର୍ତ୍ତମାନ ଦିଲ୍ଲୀରେ ୧୮୦୩ ଟଙ୍କାରେ ସିଲିଣ୍ଡର ଉପଲବ୍ଧ ହେବ। ଫେବୃଆରୀ ମାସରେ ଏହାର ମୂଲ୍ୟ ୧୭୯୭ ଟଙ୍କା ଥିଲା। ଦିଲ୍ଲୀରେ ୧୪ କିଲୋଗ୍ରାମ୍ ଘରୋଇ ଏଲପିଜି ସିଲିଣ୍ଡର ଏବେ ବି ୮୦୩ ଟଙ୍କାରେ ଉପଲବ୍ଧ ହେବ। କୋଲକାତାରେ ୮୨୯ , ମୁମ୍ବାଇରେ ୮୦୨.୫୦ ଟଙ୍କା ଏବଂ ଚେନ୍ନାଥରେ ୮୧୮.୫୦ ଟଙ୍କା ରହିଛି।ଅନ୍ୟପଟେ ମୁମ୍ବାଇରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡର ମୂଲ୍ୟ ୧୯୧୩ ଟଙ୍କା ହୋଇଛି। କୋଲକାତାରେ ୧୯ କିଲୋଗ୍ରାମ୍ ବାଣିଜ୍ୟିକ ଏଲପିଜି ସିଲିଣ୍ଡର ବର୍ତ୍ତମାନ ୧୯୧୩ ଟଙ୍କାରେ ଉପଲବ୍ଧ ହେବ।

Hot this week

ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ

ରାଉରକେଲା: ଦାବି ପୂରଣର ପ୍ରତିଶ୍ରୁତି ପରେ ଧାରଣା ପ୍ରତ୍ୟାହୃତ ହୋଇଛି। ସୁନ୍ଦରଗଡ...

ବିଗ୍ ବସ୍ ୧୯ର ବିଜେତା ହେଲେ ଗୌରବ ଖାନ୍ନା

ସମାଜ ଡିଜିଟାଲ ଡେସ୍କ: ଗୌରବ ଖାନ୍ନା ରିଆଲିଟି ଶୋ ବିଗ୍ ବସ୍...

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

Related Articles

Popular Categories