www.samajalive.in
Sunday, December 7, 2025
23.1 C
Bhubaneswar

ଶସ୍ତା ହେଲା କମର୍ସିଆଲ ଏଲପିଜି ସିଲିଣ୍ଡର: ଜାଣନ୍ତୁ କେତେ ହେଲା ଦାମ୍…

ନୂଆଦିଲ୍ଲୀ:୧୯ କେଜି କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ୍ ୧୯ ଟଙ୍କା କମିଲା। ଦିଲ୍ଲୀରେ କମର୍ସିଆଲ ଏଲପିଜି ସିଲିଣ୍ଡର ଦାମ୍ ୧୭୪୫ ଟଙ୍କାକୁ କମିଛି। ସରକାରୀ ତୈଳ ଏବଂ ଗ୍ୟାସ ମାର୍କେଟିଂ କମ୍ପାନୀଗୁଡିକ ଦ୍ୱାରା ଲଗାତାର ଦ୍ୱିତୀୟ ଥର ପାଇଁ କମର୍ସିଆଲ୍‌ ଏଲପିଜି ସିଲିଣ୍ଡରର ମୂଲ୍ୟ ହ୍ରାସ କରାଯାଇଛି। ମୁମ୍ବାଇରେ ବାଣିଜ୍ୟିକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୭୧୭.୫୦ ରୁ ୧୬୯୭.୫୦ ଟଙ୍କାକୁ ଖସି ଆସିଛି। ଚେନ୍ନାଇରେ ଏହାର ମୂଲ୍ୟ ୧୯୩୦ ରୁ ୧୯୧୧ ଟଙ୍କାକୁ ଖସି ଆସିଛି । ସେହିଭଳି ଆଜିଠାରୁ କୋଲକାତାରେ କମର୍ସିଆଲ୍‌ ଏଲପିଜି ସିଲିଣ୍ଡର ୧,୮୫୯ ଟଙ୍କାରେ ଉପଲବ୍ଧ ହେବ।

Hot this week

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

Related Articles

Popular Categories