ଭୁବନେଶ୍ଵର: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ମାଡ଼ ଘଟଣାକୁ ନେଇ ସାରା ରାଜ୍ୟ ସମେତ ଦେଶରେ ଚର୍ଚ୍ଚା ଜୋର ଧରିଛି। ଘଟଣାକୁ ନେଇ ଓଡ଼ିଶା ପୁଲିସ ନିନ୍ଦିତ ହେଉଥିବାବେଳେ ବିଭିନ୍ନ ମହଲରେ ଦୋଷୀ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି ହେଉଛି। ଇତି ମଧ୍ୟରେ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଛନ୍ତି ସେନା ଅଧିକାରୀ। ହାଇକୋର୍ଟର ମୁଖ୍ୟ ବିଚାରପତି ଚକ୍ରଧାରୀ ଶରଣ ସିଂହଙ୍କୁ ଚିଠି ଲେଖି ମାମଲାକୁ ଗୁରୁତ୍ଵର ସହ ନେଇ ନିଜ ଆଡୁ ହସ୍ତକ୍ଷେପ କରିବାକୁ ନିବେଦନ କରିଛନ୍ତି ଲେଫ୍ଟନାଣ୍ଟ ଜେନେରାଲ ପି.ଏସ ଶେଖାଓ୍ବତ।
ଥାନାରେ ମେଜର ଓ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା: ମୁଖ୍ୟ ବିଚାରପତିଙ୍କୁ ଚିଠି ଲେଖିଲେ ଲେଫ୍ଟନାଣ୍ଟ ଜେନେରାଲ
Popular Categories



