www.samajalive.in
Sunday, December 7, 2025
26.1 C
Bhubaneswar

ଅକ୍ଟୋବର ମାସର ଭାଗ୍ୟଶାଳୀ ରାଶି ; ମା’ଲକ୍ଷ୍ମୀ ଚମକାଇବେ ଏମାନଙ୍କ ଭାଗ୍ୟ, ମିଳିବ ଧନ, ହେବ ବିବାହ..

ଅକ୍ଟୋବର ମାସରେ ଗ୍ରହଙ୍କ ରାଶି ପରିବର୍ତ୍ତନ ଦ୍ୱାରା କିଛି ସ୍ୱତନ୍ତ୍ର ରାଶି ବ୍ୟକ୍ତି ବିଶେଷ ହେବେ ଭାଗ୍ୟଶ।ଳୀ । ଏହି ରାଶିଙ୍କୁ ଖୁବ୍‌ ଧନ ମିଳିବା ସହ କର୍ମକ୍ଷେତ୍ରରେ ଉନ୍ନତି, ବ୍ୟବସାୟରେ ଲାଭ, ବିବାହ ସ୍ଥିର ମଧ୍ୟ ହେବ। ଜାଣନ୍ତୁ ଅକ୍ଟୋବର ମାସର ଭାଗ୍ୟଶାଳୀ ରାଶି..

ବୃଷ – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଚାକିରିରେ ପଦନ୍ନୋତି ହେବା ହେବା ସହ ସଫଳତା ମିଳିବ। ଆର୍ଥିକ କ୍ଷେତ୍ରରେ ଲାଭବାନ୍‌ ହେବେ । ଅଟକି ଥିବା କାମ ପୂରଣ ହେବ । ଜୀବନରେ ହସଖୁସି ରହିବ।

- Advertisement -

ମିଥୁନ – ମିଥୁନ ରାଶି ବ୍ୟକ୍ତି ବିଶେଷଙ୍କ ପାଇଁ ଅକ୍ଟୋବର ମାସ ଶୁଭଙ୍କର । କର୍ମକ୍ଷେତ୍ରରେ ଶୁଭ ପରିବର୍ତ୍ତନ ହେବ । ପ୍ରେମ ସମ୍ପର୍କ ମଜଭୁତ ହେବ । ଅବିବାହିତ ଯୁବକ ଯୁବତୀଙ୍କ ବିବାହ ସ୍ଥିର ହେବ।

କର୍କଟ- ଏହି ରାଶି ବ୍ୟକ୍ତି ବିଶେଷଙ୍କର ଗୋଟିଏ ପରେ ଗୋଟିଏ କାମରେ ସଫଳତା ମିଳିବ । ପରିବାରରେ ହସଖୁସିର ବାତାବରଣ ରହିବ । ସହକର୍ମୀଙ୍କ ସହଯୋଗ ମିଳିବ।

ସିଂହ – ଏହି ରାଶି ବ୍ୟକ୍ତି ବିଶେଷଙ୍କ ମନ ଖୁସି ରହିବା ସହ ଆତ୍ମବିଶ୍ୱାସ ବୃଦ୍ଧି ହେବ । କର୍ମକ୍ଷେତ୍ରରେ ନୂଆ ସୁଯୋଗ ମିଳିବ । ଜୀବନସାଥୀଙ୍କ ସହ ହସଖୁସିର ସମୟ ଅତିବାହିତ କରିବେ । ସମସ୍ୟା ଦୂର ହେବ।

କନ୍ୟା – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଅନେକ ଶୁଭ ଫଳ ମିଳିବ । ଆୟରେ ବୃଦ୍ଧି ହେବ । ଆର୍ଥିକ ସ୍ଥିତି ମଜଭୁତ ହେବ । ଲକ୍ଷ୍ୟ ପ୍ରାପ୍ତି ପାଇଁ ପରିଶ୍ରମ କରନ୍ତୁ ।

ତୁଳା – ଏହି ରାଶି ବ୍ୟକ୍ତି ବିଶେଷଙ୍କୁ ଉଭୟ ଘରେ ଓ କାର୍ଯ୍ୟାଳୟରେ ଶୁଭଫଳ ମିଳିବ । କର୍ମକ୍ଷେତ୍ରରେ ଉନ୍ନତି ହେବ । ଆୟରେ ବୃଦ୍ଧି ହେବ । ବିବାହ ସ୍ଥିର ହେବ।

ଏ କି ଦୃଶ୍ୟ! ଭିଡିଓରେ ଦେଖନ୍ତୁ, ଛେପ ପକାଇ ହୋଟେଲରେ ରୁଟି ସେକୁଛନ୍ତି ଯୁବକ..

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories