ମ.ରାମପୁରକୁ ଏନଏସି ଘୋଷଣାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ
ମ.ରାମପୁର: କଳାହାଣ୍ଡି ଜିଲା ମ.ରାମପୁରକୁ ରାଜ୍ୟ ସରକାର ଏନଏସି ଘୋଷଣା କରିଥିବାରୁ ଅଞ୍ଚଳର ଲୋକମାନଙ୍କ ମଧ୍ୟରେ ଖୁସିର ଲହରୀ ଖେଳି ଯାଇଛି। ଅଞ୍ଚଳବାସୀ ଦୀର୍ଘ ବର୍ଷ ଧରି ଏନଏସି ମାନ୍ୟତା ଦାବି କରିଆସୁଥିବା ବେଳେ ରାଜ୍ୟ ସରକାର ଏହାକୁ ଏନଏସି ମାନ୍ୟତା ପ୍ରଦାନ କରିଛନ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ୫-ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ଓ ନର୍ଲା ବିଧାୟକ ଭୁପିନ୍ଦର ସିଂହଙ୍କୁ ଅଞ୍ଚଳବାସୀ ଧନ୍ୟବାଦ ଜଣାଇବା ସହ କୃତଜ୍ଞତା ଜ୍ଞାପନ କରିଛନ୍ତି।
Comments are closed.