www.samajalive.in
Saturday, December 6, 2025
16.1 C
Bhubaneswar

ଭଲ ରାସ୍ତା ନଥିବାରୁ ଖଟିଆରେ ବୁହା ହେଲେ ରୋଗୀ

ମ.ରାମପୁର : ଆଜି ବି ଦୁର୍ଗମ ଅଞ୍ଚଳକୁ ଭଲ ରାସ୍ତା ଖଣ୍ଡେ ନାହିଁ। ଯାହାଫଳରେ ଖଟିଆରେ ବୁହା ହେଲେ ରୋଗୀ। ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଛି କଳାହାଣ୍ଡି ଜିଲ୍ଲାରେ ଆଜି ସକାଳେ। କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଳକର ଆଦିବାସୀ ଅଧ୍ୟୁଷିତ ଉପାନ୍ତ ଲୁବେନଗଡ ପଞ୍ଚାୟତର ପୁଇଝୁରୀ ଗାଁରେ। ଏହି ଗାଁର ଜରଲୀ ମାଝୀ ନାମକ ମହିଳାଙ୍କୁ ଜ୍ୱର ହୋଇଥିଲା। ହେଲେ ଭଲ ରାସ୍ତା ନଥିବାରୁ ଆମ୍ବୁଲାନ୍ସ ଆସିବା ସମ୍ଭବପର ହୋଇନଥିଲା। ତେଣୁ ବାଧ୍ୟହୋଇ ସେହି ଗାଁର କିଛି ଲୋକ ଖଟିଆରେ ତାଙ୍କୁ ନିକଟସ୍ଥ ଉରଲାଦାନୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ଆଣିଥିଲେ। ତେଣୁ ଭଲ ରାସ୍ତା ଖଣ୍ଡେ ପାଇଁ ଅଞ୍ଚଳବାସୀ ଦାବି କରିଛନ୍ତି।

ଆଉ ମାତ୍ର ୫ ଦିନ ପରେ ଶନି କରିବେ ନକ୍ଷତ୍ର ପରିବର୍ତ୍ତନ, ଏହି ରାଶି ହେବେ ଭାଗ୍ୟଶାଳୀ..

- Advertisement -

 

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories