www.samajalive.in
Sunday, December 14, 2025
14.1 C
Bhubaneswar

ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟ ବୋର୍ଡକୁ ଦାନ ୧୧ ଲକ୍ଷ ୧୧ ହଜାର ୧୧୧ ଟଙ୍କା ଦାନ କଲେ ମାଁ ସମଲେଶ୍ୱରୀ ଦଶହରା କମିଟି

ସମ୍ବଲପୁର : ମାଁ ସମଲେଶ୍ୱରୀ ମନ୍ଦିର ଦଶହରା କମିଟି ତରଫରୁ ସମଲେଶ୍ୱରୀ ମନ୍ଦିର ଟ୍ରଷ୍ଟ ବୋର୍ଡକୁ ୧୧ ଲକ୍ଷ ୧୧ ହଜାର ୧୧୧ ଟଙ୍କା ଦାନ କରାଯାଇଛି । ମାଁ ସମଲେଶ୍ୱରୀ ଓ ମାଁ ଭୁବନେଶ୍ୱରୀଙ୍କ ପର୍ଭା ନିର୍ମାଣ ସକାଶେ ଏହି ସହଯୋଗ ରାଶି ମାଁ ସମଲେଶ୍ୱରୀ ଟ୍ରଷ୍ଟ ବୋର୍ଡ ସଭାପତି ସଞ୍ଜୟ ବାବୁଙ୍କୁ ପ୍ରଦାନ କରାଯାଇଛି ।

ଦଶହରା କମିଟି ଏହି ଅର୍ଥକୁ ମାଁ ସମଲେଶ୍ୱରୀଙ୍କ ସେବାରେ ସମର୍ପଣ କରିଥିବାରୁ ଟ୍ରଷ୍ଟ ବୋର୍ଡ ପକ୍ଷରୁ ଧନ୍ୟବାଦ ଅର୍ପଣ କରାଯାଇଛି । ଏହି ଅର୍ଥ ରାଶି ପ୍ରଦାନ ସମୟରେ କମିଟିର କର୍ମକର୍ତ୍ତା ଉପସ୍ଥିତ ଥିଲେ ।

Hot this week

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

ନୂଆ ବର୍ଷରେ ନୂଆ ମୁଖ୍ୟ ସଚିବ !

ଭୁବନେଶ୍ବର : ରାଜ୍ୟର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ...

ଗମ୍ଭୀରଙ୍କ ଯୋଜନାକୁ ତିଳକଙ୍କ ସମର୍ଥନ

ଧର୍ମଶାଳା: ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀର ଟ୍ବେଣ୍ଟି୨୦ କ୍ରିକେଟ୍‌ରେ ଭାରତୀୟ ବ୍ୟାଟିଂ...

Related Articles

Popular Categories