www.samajalive.in
Monday, December 15, 2025
24.1 C
Bhubaneswar

ମା’ ଅମ୍ବିକାଙ୍କ ପୀଠରେ ବିଶ୍ୱଶାନ୍ତି ମହାଯଜ୍ଞ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଳା ବିରିଡ଼ି ବ୍ଲକ ଅନ୍ତର୍ଗତ ଗୋପୀନାଥପୁର ଗ୍ରାମର ଆରାଧ୍ୟ ଦେବୀ ମାଆ ଅମ୍ବିକାଙ୍କ ପୀଠରେ ଅଧ୍ୟାତ୍ମିକ ପରିବେଶରେ ବିଶ୍ୱଶାନ୍ତି ମହାଯଜ୍ଞ ଅନୁଷ୍ଠିତ ହୋଇଯାଇଛି । ଗତ ସୋମବାର ଠାରୁ ଆରମ୍ଭ ହୋଇଥିବା ଏହି ମହାଯଜ୍ଞ ବୁଧବାର ଦିନ ପୂର୍ଣ୍ଣାହୁତି ସହିତ ଶେଷ ହୋଇଛି । ଗ୍ରାମବାସୀଙ୍କ ସହଯୋଗ ଓ କିଛି ଉତ୍ସାହୀ ଯୁବକଙ୍କ ନେତୃତ୍ୱ୍ୱରେ ଏହି ଯଜ୍ଞ ଅନୁଷ୍ଠାନ ସମାପ୍ତ ହୋଇଛି । ଆଖପାଖ ଅଞ୍ଚଳର ଅନେକ ଶ୍ରଦ୍ଧାଳୁ ପୂର୍ଣ୍ଣାହୁତି ସମୟରେ ଉପସ୍ଥିତ ରହି ମାଆଙ୍କ ଆଶିଷ ଭିକ୍ଷା କରିଥିଲେ । ଏହି ଅବସରରେ ସମସ୍ତଙ୍କୁ ପ୍ରସାଦ ବିତରଣ କରାଯାଇଥିଲା ।

Hot this week

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

Related Articles

Popular Categories