www.samajalive.in
Monday, December 15, 2025
24.1 C
Bhubaneswar

ଭୁବନେଶ୍ଵରରେ ମାଧୁରୀ ଦୀକ୍ଷିତ: ଏକ୍‌ତାର କଲେ ଶୁଭାରମ୍ଭ

ଭୁବନେଶ୍ଵର: ଆଜି ଜାତୀୟ ହସ୍ତତନ୍ତ ଦିବସ। ଏହି ଅବସରରେ ରାଜଧାନୀ ଭୁବନେଶ୍ଵରରେ ପହଞ୍ଚିଛନ୍ତି ମାଧୁରୀ ଦୀକ୍ଷିତ। ଭୁବନେଶ୍ଵରସ୍ଥିତ ଜନତା ମୈଦାନରେ ଆୟୋଜିତ ସ୍ଵତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେଇ ଏକ୍‌ତାର ଶୁଭାରମ୍ଭ କରିଛନ୍ତି ମାଧୁରୀ। ତେବେ ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ସମବାୟ ଓ ହସ୍ତତନ୍ତ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ପ୍ରମୂଖ ଉପସ୍ଥିତ ଥିଲେ। ମାଧୁରୀ ଓଡିଶା ହସ୍ତତନ୍ତର ବ୍ରାଣ୍ଡ ଆମ୍ବାସଡର ରହିଛନ୍ତି। ଏହି ମେଳା ଆସନ୍ତା ୧୩ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ବାହାର ରାଜ୍ୟରୁ ବହୁ ବୁଣାକାରମାନେ ଆସି ଏହି ମେଳାରେ ଷ୍ଟଲ ଖୋଲିଛନ୍ତି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories