www.samajalive.in
Saturday, December 13, 2025
26.1 C
Bhubaneswar

କାର୍‌, ପିକ୍‌ଅପ୍‌କୁ ଧକ୍କା ଦେଲା ଗ୍ୟାସ୍‌ ଟ୍ୟାଙ୍କର ; ୭ ମୃତ

ନୂଆଦିଲ୍ଲୀ : ମଧ୍ୟପ୍ରଦେଶର ଧାର ଜିଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ଘଟିଛି । ଭୁଲ୍‌ ଦିଗରୁ ଆସୁଥିବା ଏକ ଗ୍ୟାସ ଟ୍ୟାଙ୍କର ଏକ କାର୍‌ ଓ ପିକ୍‌ଅପ୍‌ ଭ୍ୟାନକୁ ଧକ୍କା ଦେବାରୁ ଏହି ଦୁର୍ଘଟଣା ଘଟିଛି । କାର୍‌ଟି ସମ୍ପୂର୍ଣ୍ଣ କ୍ଷତିଗ୍ରସ୍ତ ହୋଇଥିଲା । ଲୋକେ ସେଥିରେ ଫସି ରହିଥିଲେ। ପିକ୍‌ଅପ୍‌ରେ ମଧ୍ୟ ଲୋକେ ଫସି ରହିଥିଲେ । ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି କ୍ରେନ୍‌ ସାହାଯ୍ୟରେ ଉଦ୍ଧାର କରିଥିଲେ । ୩ ଗୁରୁତରଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବୁଧବାର ରାତିରେ ଧାର ଜିଲ୍ଲା ଦେଇ ଯାଇଥିବା ନବନିର୍ମିତ ବଡନାୱର-ଉଜ୍ଜୈନ ନିକଟରେ ଏହି ଦୁର୍ଘଟଣା ଘଟିଥିଲା । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଦେଖନ୍ତୁ ଭିଡିଓ; ପାର୍କରେ ନିଜ ଛୁଆକୁ ଛାଡି ପଳାଉଥିଲେ ମହିଳା, ଆଉ ତା’ପରେ..

ଏଥର ହୋଲିରେ ୨୪ କ୍ୟାରେଟ୍‌ ସୁନାର ଗୂଜିଆ, ଜାଣନ୍ତୁ ଦାମ୍‌ କେତେ?

- Advertisement -

୧୫ ମାର୍ଚ୍ଚରେ ବୁଦ୍ଧାଦିତ୍ୟ ରାଜଯୋଗ; ଏହି ରାଶି ହେବେ ମାଲାମାଲ୍‌..

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

Related Articles

Popular Categories