www.samajalive.in
Sunday, December 14, 2025
26.1 C
Bhubaneswar

ମଧ୍ୟପ୍ରଦେଶ ବିଧାନସଭା ଭୋଟ ଗଣତି – ବିଜେପି ଆଗରେ

ଡେସ୍କ: ମଧ୍ୟପ୍ରଦେଶ ବିଧାନସଭା ନିର୍ବାଚନରେ ଭୋଟ ଗଣତି ଚାଲିଛି। ପ୍ରତି ମୁହୂର୍ତ୍ତରେ ଟ୍ରେଣ୍ଡ ବଦଳିବାରେ ଲାଗିଛି। ତେବେ ସେଠାରେ ଉଭୟ କଂଗ୍ରେସ ଓ ବିଜେପି ମଧ୍ୟରେ ଟକ୍କର ଚାଲିଛି। ଏ ପର୍ଯ୍ୟନ୍ତ ମିଳିଥିବା ସୂଚନା ଅନୁଯାୟୀ, ବିଜେପି ୧୬୨ଟି ଆସନରେ ଆଗୁଆ ଥିବା ବେଳେ କଂଗ୍ରେସ ୬୫ଟି ଆସନରେ ଆଗୁଆ ରହିଛି। ମଧ୍ୟପ୍ରଦେଶରେ ୨୩୦ଟି ବିଧାନସଭା ଆସନ ପାଇଁ ଭୋଟ ଗ୍ରହଣ ହୋଇଥିଲା।

Hot this week

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

ନିତିନ ନବୀନ ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି

ନୂଆଦିଲ୍ଲୀ: ବିଜେପିର ନୂତନ କାର୍ଯ୍ୟକାରୀ ସଭାପତି ଭାବରେ ନିତିନ ନବୀନ ମନୋନୀତ...

କିସ୍‌ ଗସ୍ତ କରିବେ ଓଏସସିପିସିଆର

ସମାଜଲାଇଭ ଡେସ୍କ: କିସ୍‌ ଛାତ୍ର ମୃତ୍ୟୁ ଘଟଣାର ତଦନ୍ତ ପାଇଁ କିସ୍...

Related Articles

Popular Categories