www.samajalive.in
Sunday, December 7, 2025
15.1 C
Bhubaneswar

ପବିତ୍ର ମାଘ ସପ୍ତମୀ : ଚନ୍ଦ୍ରଭାଗାରେ ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ଗୋପ: ଆଜି ହେଉଛି ପବିତ୍ର ମାଘ ସପ୍ତମୀ । ଏଥିଲାଗି ଭୋର୍ ସକାଳୁ ଚନ୍ଦ୍ରଭାଗା ପୁଷ୍କରିଣୀ​ରେ ଲକ୍ଷାଧିକ ଶ୍ରଦ୍ଧାଳୁ ବୁଡ ପକାଇଛନ୍ତି। ଏହି ଦିନ ଚନ୍ଦ୍ରଭାଗା ପୁଷ୍କରିଣୀରେ ବୁଡ ପକାଇଲେ ସମସ୍ତ ପାପରୁ ମୁକ୍ତି ମିଳିଥାଏ ବୋଲି ବିଶ୍ଵାସ ରହିଛି। ମାଘ ସପ୍ତମୀ ଉପଲକ୍ଷେ, ବିଳମ୍ବିତ ରାତ୍ରିରେ କୋଣାର୍କଠାରେ ପୂଜିତ ଶ୍ରୀତ୍ରିବେଣୀଶ୍ୱର, ଶ୍ରୀ ଐଶାନେଶ୍ୱର ଏବଂ ଶ୍ରୀ ଦକ୍ଷିନେଶ୍ୱର ମହାଦେବ, ତିନୋଟି ବିମାନରେ ବିଜେ କରି ଚନ୍ଦ୍ରଭାଗା ତୀର୍ଥସ୍ଥଳରେ ପହଞ୍ଚିଥିଲେ । ପାରମ୍ପରିକ ରୀତିନୀତିରେ ଚଳନ୍ତି ପ୍ରତିମାଙ୍କ ପୂଜାର୍ଚ୍ଚନା କରାଯାଇଥିଲା। ପରେ ପବିତ୍ର ତୀର୍ଥ ଜଳରେ ତିନି ଠାକୁର ସ୍ନାନ କରିଥିଲେ। ଏହାପରେ ସାଧୁସନ୍ଥ ଗଣ ବୁଡ ପକାଇଥିଲେ। ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡକୁ ଦୃଷ୍ଟି ରଖି ପୁଲିସ୍ ପ୍ରଶାସନ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories