www.samajalive.in
Saturday, December 6, 2025
16.1 C
Bhubaneswar

ଜାଣନ୍ତୁ କେଉଁ ପୁଷ୍ପ ଅର୍ପଣ କଲେ ପ୍ରସନ୍ନ ହୁଅନ୍ତି ମହାଦେବ 

ପୂଜାର୍ଚ୍ଚନା ନିମନ୍ତେ ବହୁ ଫୁଲ,ଫଳ,ନାନା ବିଧ ଅର୍ପଣ କରାଯାଇଥାଏ। ଏହା ଦ୍ୱାରା ମନୋସ୍କାମନା ପୂରଣ ହେବା ସହ  ଜୀବନରେ ବହୁ ସଫଳତା ପ୍ରାପ୍ତି ହୋଇଥାଏ। ଶାସ୍ତ୍ରରେ ଉଲ୍ଲେଖ ଥିବା କିଛି ଏପରି ପୁଷ୍ପ ଅଛି ଯାହାକୁ ଭଗବାନ ଶିବଙ୍କୁ ଅର୍ପଣ କଲେ ବହୁ ଶୁଭ ଫଳ ମିଳିଥାଏ।

କନିଅର –
ଏହି ଫୁଲ ଭଗବାନ ଶିବଙ୍କର ଖୁବ ପ୍ରିୟ ଅଟେ। ଏହାକୁ ନିୟମିତ ଅର୍ପଣ କଲେ ନିଜ ଇଚ୍ଛା ଅନୁଯାୟୀ ଭଲ ଜୀବନ ସାଥୀ ପ୍ରାପ୍ତି ହୋଇଥାଏ।

- Advertisement -

ଅଗସ୍ତି ଫୁଲ –
ଏହାକୁ ଅର୍ପଣ କଲେ ସମାଜରେ ମାନସମ୍ମାନ,ଖ୍ୟାତି ଆଦି ପ୍ରାପ୍ତି ହୋଇଥାଏ।

ସେଫାଳି ଫୁଲ –
ଏହାକୁ ଅର୍ପଣ କଲେ ମନରେ ଶାନ୍ତି ମିଳିବା ସହ ଜୀବନରେ ଥିବା ସମସ୍ତ କଷ୍ଟ ଦୂର ହୋଇଥାଏ।

ନିୟମିତ ଦୁଦୁରା ଫୁଲ ସହ ବେଲପତ୍ର ଓ ଦୁବ ଅର୍ପଣ କଲେ ଧନହାନି ଦୂର ହେବା ସହ ଧନ ପ୍ରାପ୍ତି ମଧ୍ୟ ହୋଇଥାଏ ।

ଅରଖ ଫୁଲ –
ଏହି ଫୁଲ ଅର୍ପଣ କରିବା ଦ୍ୱାରା କର୍ମ କ୍ଷେତ୍ରରେ ସଫଳତା ମଳିବା ସହ, ଆର୍ଥିକ ଉନ୍ନତି ଘଟିଥାଏ ଓ ବିଦ୍ୟାର୍ଥୀ ମାନଙ୍କର ମଧ୍ୟ ଖୁବ ଭଲ ବିଦ୍ୟା ପ୍ରାପ୍ତି ହୋଇଥାଏ।

 

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories