ମୁମ୍ବାଇ: ମହାଦେବ ବେଟିଂ ଆପ୍ ସ୍କାମ୍ ମାମଲା। ଅଭିନେତା ସାହିଲ ଖାନ୍ ଙ୍କୁ ଗିରଫ କଲା ମୁମ୍ବାଇ ପୁଲିସ୍। ଛତିଶଗଡରୁ ମୁମ୍ବାଇ ସାଇବର ସେଲ୍ ଏସଟିଏଫ୍ ଦ୍ଵାରା ଗିରଫ କରାଯାଇଛି। ବମ୍ବେ ହାଇକୋର୍ଟ ଆଗୁଆ ଜାମିନ୍ ପାଇଁ ମନା କରିବା ପରେ ମୁମ୍ବାଇ ପୁଲିସ୍ ତାଙ୍କୁ ଗିରଫ କରିଥିବା ସୂଚନା ମିଳିଛି।
Popular Categories



