www.samajalive.in
Saturday, December 6, 2025
15.1 C
Bhubaneswar

ମହାଦେବଙ୍କ ପ୍ରିୟ ପୁଷ୍ପ

ସେଫାଳି ଫୁଲ –
ଭଗବାନ ଶିବଙ୍କୁ ଏହାକୁ ଅର୍ପଣ କଲେ ମନରେ ଶାନ୍ତି ମିଳିବା ସହ ଜୀବନରେ ଥିବା ସମସ୍ତ କଷ୍ଟ ଦୂର ହୋଇଥାଏ।
ନିୟମିତ ଦୁଦୁରା ଫୁଲ ସହ ବେଲପତ୍ର ଓ ଦୁବ ଅର୍ପଣ କଲେ ଧନହାନି ଦୂର ହେବା ସହ ଧନ ପ୍ରାପ୍ତି ମଧ୍ୟ ହୋଇଥାଏ ।
ଅରଖ ଫୁଲ –
ଏହି ଫୁଲ ଅର୍ପଣ କରିବା ଦ୍ୱାରା କର୍ମ କ୍ଷେତ୍ରରେ ସଫଳତା ମଳିବା ସହ, ଆର୍ଥିକ ଉନ୍ନତି ଘଟିଥାଏ ଓ ବିଦ୍ୟାର୍ଥୀ ମାନଙ୍କର ମଧ୍ୟ ଖୁବ ଭଲ ବିଦ୍ୟା ପ୍ରାପ୍ତି ହୋଇଥାଏ।
କନିଅର –
ଏହି ଫୁଲ ଭଗବାନ ଶିବଙ୍କର ଖୁବ ପ୍ରିୟ ଅଟେ। ଏହାକୁ ନିୟମିତ ଅର୍ପଣ କଲେ ନିଜ ଇଚ୍ଛା ଅନୁଯାୟୀ ଭଲ ଜୀବନ ସାଥୀ ପ୍ରାପ୍ତି ହୋଇଥାଏ।
ଅଗସ୍ତି ଫୁଲ –
ଏହାକୁ ଅର୍ପଣ କଲେ ସମାଜରେ ମାନସମ୍ମାନ,ଖ୍ୟାତି ଆଦି ପ୍ରାପ୍ତି ହୋଇଥାଏ।
ଶାସ୍ତ୍ରରେ ଉଲ୍ଲେଖ ଥିବା ଏହି ପୁଷ୍ପକୁ ଭଗବାନ ଶିବଙ୍କୁ ଅର୍ପଣ କଲେ ବହୁ ଶୁଭ ଫଳ ମିଳିଥାଏ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories