www.samajalive.in
Monday, December 15, 2025
26.1 C
Bhubaneswar

ମହାକାଳପଡା ତହସିଲଦାର୍‌ ଗିରଫ

ମହାକାଳପଡା: କେନ୍ଦ୍ରାପଡା ଜିଲ୍ଲା ମହାକାଳପଡା ତହସିଲଦାର ଗିରଫ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଶିବ ମଲ୍ଲିକଙ୍କୁ ଭିଜିଲାନ୍ସ ଗିରଫ କରିଛି। ତହସିଲଦାରଙ୍କ ଆୟଠାରୁ ୧୯୦ ପ୍ରତିଶତ ସମ୍ପତ୍ତି ଅଧିକ ଥିବା ସୂଚନା ମିଳିଛି। ଗୁରୁବାର ଚଢାଉ ବେଳେ ଶିବଙ୍କଠାରୁ ବିପୁଳ ସମ୍ପତ୍ତି ଠାବ କରିଥିଲା ଭିଜିଲାନ୍ସ। ୪ କୋଠା, ୭ଟି ପ୍ଲଟ୍ , ୧୮ ଲକ୍ଷ ଜମା ଟଙ୍କା ଏବଂ ନଗଦ ଦେଢ ଲକ୍ଷ ଟଙ୍କା ଜବତ ହୋଇଥିଲା।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories