www.samajalive.in
Tuesday, November 18, 2025
16.1 C
Bhubaneswar

ଦେଖନ୍ତୁ ଭିଡିଓ ; ମହାକୁମ୍ଭରେ ଶ୍ରଦ୍ଧାଳୁଙ୍କ ପାଇଁ ତିଆରି ଖାଦ୍ୟରେ ମାଟି ପକାଇ ପୁଲିସ କର୍ମୀ ନିଲମ୍ବିତ

ନୂଆଦିଲ୍ଲୀ : ମହାକୁମ୍ଭ ୨୦୨୫ ସହ ଜଡିତ ଏକ ଭିଡିଓ ଦ୍ରୁତ ଗତିରେ ଭାଇରାଲ୍‌ ହେଉଛି। ଏହି ଭିଡିଓରେ ଜଣେ ପୁଲିସକର୍ମୀ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସ୍ତୁତ ହେଉଥିବା ଖାଦ୍ୟରେ ମାଟି ପକାଇ ଦେଉଥିବା ଦେଖାଯାଉଛି। ପୁଲିସ କର୍ମଚାରୀଙ୍କ ଏହି ଭିଡିଓ ଭାଇରାଲ୍‌ ହେବା ପରେ ଆବଶ୍ୟକ ପଦେକ୍ଷେପ ଗ୍ରହଣ କରାଯିବା ସହ ଅଧିକାରୀ ତାଙ୍କୁ ନିଲମ୍ବନ କରିଛନ୍ତି ।


ପ୍ରୟାଗରାଜରେ ସୌରାନ୍‌ଭ ଥାନାରେ ଉକ୍ତ ପୁଲିସ କର୍ମୀଚାରୀ କାର୍ଯ୍ୟରତ ଥିଲେ।ସୋସିଆଲ ମିଡିଆରେ ଏହାର ଭିଡିଓ ବେଶ ଭାଇରାଲ୍‌ ହେଉଛି । ଭିଡିଓରେ ଦେଖାଯାଉଛି ମହାକୁମ୍ଭକୁ ଯାଉଥିବା ଶ୍ରଦ୍ଧାଳୁଙ୍କ ପାଇଁ ଭୋଜନ ପ୍ରସ୍ତୁତ କରାଯାଉଛି । ସେହି ସମୟରେ ପ୍ରସ୍ତୁତ ଖାଦ୍ୟରେ ପୁଲିସ କର୍ମଚାରୀ ମାଟି ଆଣି ପକାଇ ଦେଉଛନ୍ତି।

ବଜେଟ୍‌ ପୂର୍ବରୁ ବଢିଲା ସୁନା ଦାମ୍‌

- Advertisement -

ମାତ୍ର ୫ ଦିନ ପରେ ବୃହସ୍ପତି ଚଳନ ; ଏହି ରାଶିଙ୍କ ଉପରେ ହେବ ଧନ ବର୍ଷା, ଖୋଲିବ ବନ୍ଦ ଭାଗ୍ୟର ତାଲା..

ଦେଖନ୍ତୁ ଭିଡିଓ ;ଶିକାର କରି ପାଣିର ପ୍ରଖର ସ୍ରୋତରେ କେମିତି ଫସିଗଲା ଅଜଗର

Hot this week

ଯାଜପୁର ଜିଲା ଜଖପୁର ଜଙ୍କସନରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ

ସମାଜଲାଇଭ ଡେସ୍କ: ଯାଜପୁର ଜିଲା ଜଖପୁର ଜଙ୍କସନରେ ସୋମବାର ରାତିରେ ଏକ...

ପରଲୋକରେ ତାରକା କଣ୍ଠଶିଳ୍ପୀ ହ୍ୟୁମାନ୍‌‌ ସାଗର

କଟକ: ଓଡ଼ିଆ ସଙ୍ଗୀତ ଜଗତର ଉଦୀୟମାନ ଗାୟକ ତଥା ତାରକା କଣ୍ଠଶିଳ୍ପୀ...

୫୦ ବର୍ଷ ପରେ ପ୍ରେକ୍ଷାଳୟକୁ ଫେରୁଛି ‘ଶୋଲେ’

ମୁମ୍ବାଇ ୧୭/୧୧: ଭାରତୀୟ ସିନେମାର କ୍ଲାସିକ୍ ଫିଲ୍ମ "ଶୋଲେ" ପୁଣି ଥରେ ବଡ଼...

ଷ୍ଟେସନରୁ ୮ ଶ୍ରମିକ ଓ ୫ ଶିଶୁ ଉଦ୍ଧାର, ସର୍ଦ୍ଦାର ଗିରଫ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ରେଳ ଷ୍ଟେସନ ଅଞ୍ଚଳରୁ ୮ଜଣ ଦାଦନ ଶ୍ରମିକଙ୍କ ସହ...

ଦିଲ୍ଲୀ ବିସ୍ଫୋରଣ: ସହଯୋଗୀ ଷଡ଼ଯନ୍ତ୍ରକାରୀ ଆତଙ୍କୀ ଗିରଫ

ସମାଜଲାଇଭ ଡେସ୍କ: ଦିଲ୍ଲୀ ବିସ୍ଫୋରଣ ମାମଲାରେ ଜାତୀୟ ତଦନ୍ତକାରୀ ସଂସ୍ଥା(ଏନଆଇଏ) ସହଯୋଗୀ...

Related Articles

Popular Categories