www.samajalive.in
Friday, December 12, 2025
19.1 C
Bhubaneswar

ପୁଣି ପ୍ରୟାଗରାଜ ମହାକୁମ୍ଭରେ ଭୟାବହ ଅଗ୍ନିକାଣ୍ଡ

ପ୍ରୟାଗରାଜ : ପ୍ରୟାଗରାଜ ମହାକୁମ୍ଭରେ ପୁଣି ଥରେ ଏକ ଅଘଟଣ ଘଟିଛି। ଶୁକ୍ରବାର ପୂର୍ବାହ୍ନରେ ଏଠାରେ ସେକ୍ଟର-୧୮ର ଶଙ୍କରାଚାର୍ଯ୍ୟ ମାର୍ଗରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡ ନେଇ ଖବର ପାଇବା ପରେ ଅଗ୍ନିଶମ କର୍ମଚାରୀ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତୁରନ୍ତ ନିଆଁ ଲିଭା କାର୍ଯ୍ୟ ଆରମ୍ଭ କରିଛନ୍ତି । ତେବେ ଟେଣ୍ଟରେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି । କେତେ ପରିମାଣରେ କ୍ଷୟକ୍ଷତି ହୋଇଛି ସେନେଇ କୌଣସି ସୂଚନା ଏଯାଏଁ ମିଳିନାହିଁ।

ଏଥର ମହାଶିବରାତ୍ରୀରେ ମହାସଂଯୋଗ: ଏହି ରାଶିଙ୍କୁ ମାଲାମାଲ୍‌ କରିବେ ପ୍ରଭୁ ଶିବଶଙ୍କର, ହେବେ ଭାଗ୍ୟଶାଳୀ

- Advertisement -

 

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories