www.samajalive.in
Saturday, December 6, 2025
16.1 C
Bhubaneswar

ଖାଲି ମହାକୁମ୍ଭ ନୁହେଁ , ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡିବ ବସ୍

ଭୁବନେଶ୍ଵର: ଖାଲି ମହାକୁମ୍ଭ ନୁହେଁ , ଦେଶର ବିଭିନ୍ନ ତୀର୍ଥସ୍ଥାନକୁ ଗଡିବ ବସ୍ ।  ଓଡିଶାରୁ ବିଭିନ୍ନ ତୀର୍ଥ ସ୍ଥାନକୁ ବସ୍ ଗଡିବା ନେଇ ପରିବହନ ମନ୍ତ୍ରୀ ସୂଚନା ଦେଇଛନ୍ତି। ମହାକୁମ୍ଭ ପାଇଁ ଏବେ ଓଡିଶାର ୪ଟି ସ୍ଥାନରୁ ବସ୍ ଗଡିବ। ସେସବୁ ସ୍ଥାନ ଗୁଡିକ ହେଉଛି ଭୁବନେଶ୍ଵର, ବ୍ରହ୍ମପୁର, ଭବାନୀପାଟଣା ଏବଂ ସମ୍ବଲପୁର। ଏହାବାଦ୍ ଅନ୍ୟ ତୀର୍ଥ ସ୍ଥାନକୁ ବି ବସ୍ ଚଳାଇବାକୁ ନିଷ୍ପତ୍ତି ହୋଇଛି।

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories