www.samajalive.in
Saturday, December 13, 2025
27.1 C
Bhubaneswar

ମହାନଦୀକୁ ହତ୍ୟା ଷଡ଼ଯନ୍ତ୍ର ଚାଲିଛି- ପ୍ରସନ୍ନ

ଭୁବନେଶ୍ୱର: ମହାନଦୀ ପ୍ରସଙ୍ଗର ବିରୋଧୀଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ବଡ ବୟାନ । ବିଜେପିକୁ ଟାର୍ଗେଟ କରି ମହାନଦୀ ସଂକଟର ସମାଧାନ କେବେ ବୋଲି ପ୍ରଶ୍ନ କରିଛନ୍ତି ପ୍ରସନ୍ନ ଆଚାର୍ଯ୍ୟ । ସେ କହିଛନ୍ତି ସରକାର ଆଭିମୁଖ୍ୟ ସ୍ପଷ୍ଟ କରନ୍ତୁ, ଆପୋସ ସମାଧାନ ପାଇଁ ସର୍ତ୍ତାବଳୀ କଣ ରହିବ । ସରକାର ମହାନଦୀ ଟ୍ରିବ୍ୟୁନାଲରୁ ଓହରି ଯିବେନି ତ ବୋଲି ପ୍ରଶ୍ନ କରିଛନ୍ତି ପ୍ରସନ୍ନ । କିଛି ବର୍ଷ ହେଲା ମହାନଦୀକୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର ଚାଲିଛି’ । ଦୁଃଖର ସହିତ କହିବାକୁ ପଡ଼ୁଛି, ଷଡ଼ଯନ୍ତ୍ରର ମୁକସାକ୍ଷୀ ଭାରତ ସରକାର ।

ମହାନଦୀର ହତ୍ୟା ହେବ ମାନେ ଓଡ଼ିଶାର ହତ୍ୟା ହେବ’ । ଓଡ଼ିଶା ସରକାରଙ୍କ ବିନା ସହମତିରେ ଆନିକଟ ତିଆରି କରୁଛି ଛତିଶଗଡ଼ । ପୂର୍ବରୁ କେନ୍ଦ୍ରୀୟ ଜଳ ଆୟୋଗର ହସ୍ତକ୍ଷେପ ଲୋଡ଼ିଥିଲା ବିଜେଡି, ଏବେ କେନ୍ଦ୍ରରେ, ରାଜ୍ୟରେ ଓ ଛତିଶଗଡ଼ରେ ବିଜେପି ସରକାର ଅଛି । ହେଲେ ଓଡ଼ିଶା ସରକାର କୌଣସି ପଦକ୍ଷେପ ନେଉନାହାନ୍ତି । ସେପଟେ ପ୍ରସନ୍ନଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ବିଜେପି ବିଧାୟକ ଜୟ ନାରାୟଣ ମିଶ୍ର ।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories