www.samajalive.in
Friday, December 5, 2025
20.1 C
Bhubaneswar

ମହାନଦୀରୁ ବିପଦ ଆଶଙ୍କା ନାହିଁ: ଏସଆରସି

ଭୁବନେଶ୍ବର: ବନ୍ୟା ସ୍ଥିତି ନେଇ ସ୍ବତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ସୂଚନା ଦେଇ କହିଛନ୍ତି ଯେ ଉପର ମୁଣ୍ଡରେ ବର୍ଷା କମିଛି। ହୀରାକୁଦକୁ ଜଳ ପ୍ରବେଶ ହ୍ରାସ ପାଇଛି। ଏବେ ୪.୭୦ଲକ୍ଷ କ୍ୟୁସେକ ଜଳ ପ୍ରବେଶ କରୁଛି। ସେଥିମଧ୍ୟରୁ ୪.୮୪ଲକ୍ଷ ଜଳ ନିଷ୍କାସନ ହେଉଛି। ହୀରାକୁଦରୁ ଆସିଥିବା ପାଣି ଆସନ୍ତାକାଲି ସକାଳେ ମୁଣ୍ଡଳିରେ ପିକ୍ ଧରିବ। ଆସନ୍ତାକାଲି ସକାଳେ ମୁଣ୍ଡଳିରେ ସାଢ଼େ ୭ରୁ ୮ଲକ୍ଷ କ୍ୟୁସେକ ପାଣି ଯିବ। ଏସବୁ ଦେଖିଲେ ମହାନଦୀରେ ବିଶେଷ କିଛି ଆଶା କରୁନାହୁଁ ବୋଲି ଏସଆରସି ପ୍ରଦୀପ ଜେନା ପ୍ରକାଶ କରିଛନ୍ତି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories